ରମିୟ 11:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ତମ୍କେ ଜଡିଆଚେ, ସେଟା ସତ୍ ସେ । ମାତର୍ ଜିଉଦିମନ୍ ବିସ୍ବାସ୍ ନ କଲାର୍ ପାଇ ପର୍ମେସର୍ ସେମନ୍କେ କାଟିଦେଲାଆଚେ । ତମେ ବିସ୍ବାସ୍ କଲାକେସେ ତମ୍କେ ଜଡିଆଚେ । ସେଟାର୍ପାଇ ବଡ୍ପନ୍ ନ ଅଇ ଡରିକରି ରୁଆ । Gade chapit la |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।
ଜିସୁ ତାର୍ ସିସ୍ମନ୍କେ କଇଲା, “ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।”