18 ସବୁ ଲକର୍ ସଙ୍ଗ୍ ସୁସାରେ ଜିଇବାକେ ଜେତେକ୍ ପାରାସ୍, ସେତେକ୍ ଚେସ୍ଟା କରା ।
ସବୁ ଲକର୍ ସଙ୍ଗ୍ ସୁସାରେ ଆରି ସୁକଲ୍ ସଙ୍ଗ୍ ରଇବାକେ ଚେସ୍ଟା କରା, ଆରିକେ ସୁକଲ୍ ନ ଅଇକରି ମାପ୍ରୁକେ ଦେକି ନାପାରତ୍ ।
ସେଟାର୍ ପାଇ ଆସା, ଆମେ ଏନ୍ତାରି ଚଲାଚଲ୍ତି କରୁ, ଜେନ୍ତାରିକି ଆମର୍ ଆମର୍ ବିତ୍ରେ ସୁକ୍ ସାନ୍ତିସଙ୍ଗ୍ ରଇଅଇସି । ଆରି ଆମର୍ ବିସ୍ବାସ୍ ଡାଟ୍ ରଇସି ।
ସାନ୍ତିର୍ ପାଇ କାମ୍ କର୍ବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସରର୍ ପିଲାଟକି ବଲି ନାମାଇ ଅଇବାଇ ।
ଏବେ ଏ ମର୍ ବାଇବଇନିମନ୍ ମୁଇ ରଇଲିନି । ତମର୍ ଚଲାଚଲ୍ତି ସିଦ୍ କର୍ବାକେ ଜବର୍ ଚେସ୍ଟା କରା । ମର୍ ଆଦେସ୍ ସବୁ ମାନିକରି ରୁଆ । ସବୁଲକ୍ ଗଟେକ୍ ମନ୍ ଅଇକରି ସାନ୍ତିଅଇ ରୁଆ । ତେବେ ଆଲାଦ୍ ଆରି ସାନ୍ତିର୍ ପର୍ମେସର୍ ତମର୍ ସଙ୍ଗ୍ ରଇସି ।
ମାତର୍ ଆତ୍ମାର୍ ପଲ୍ ଅଇଲାନି, ଆଲାଦ୍ କରାକରି ଅଇବାଟା, ସାର୍ଦାସଙ୍ଗ୍ ରଇବାଟା, ସାନ୍ତିସଙ୍ଗ୍ ରଇବାଟା, ମୁର୍ଚିକରି ରଇବାଟା, ବିନ୍ଲକ୍କେ ଉପ୍କାର୍ କର୍ବାଟା, ନିମାନ୍ ଚଲାଚଲ୍ତି କର୍ବାଟା, ବିସ୍ବାସେ କାମ୍କର୍ବାଟା, ସଲଦ୍ ଅଇବାଟା, ଆତ୍ମାଇ ସାଆସ୍ ଦାରି ଚଲାଚଲ୍ତି କର୍ବାଟା,
“ନୁନ୍ ଗଟେକ୍ ନିମାନ୍ ଜିନିସ୍ । ମାତର୍ ନୁନ୍ ଜଦି ତାର୍ କରିଆ ଅଇବାଟା ଆରାଇସି ବଇଲେ ସେ ଆରି ତରେକ୍ କେନ୍ତାର୍ କରିଆ ଅଇପାର୍ସି ? ତମେ ନୁନ୍ ପାରା ନିମାନ୍ ଗୁନେ ପୁରାପୁରୁନ୍ ଅଇ ସବୁଲକ୍ମନର୍ ସଙ୍ଗ୍ ମିସି ବିଡି କରି ସୁଆଲେ ରୁଆ” ବଲି କଇଲା ।
“ସେ କରାପ୍ କାମ୍ ଚାଡିକରି, ନିକ ବିସଇ କର୍ବାର୍ ଆଚେ । ତାର୍ ସଙ୍ଗର୍ ଲକର୍ ସଙ୍ଗ୍ ସୁସାରେ ରଇବାର୍ଆଚେ ।”
ମାତର୍ ଦାଙ୍ଗ୍ଡା ବଇସେ ରଇବା ଗାଗଡର୍ ମନ୍କର୍ବାଟାନେଅନି ତୁଇ ଦୁରିକେ ର । ଟିକ୍ ବିସଇ କର୍ବାକେ ଚେସ୍ଟା କର୍ । ବିସ୍ବାସେ ଡାଁଟ୍ ରଅ । ବିନ୍ ଲକ୍ମନ୍କେ ଆଲାଦ୍ କର୍ । ଆରି ତାକର୍ ସଙ୍ଗ୍ ସାନ୍ତିସଙ୍ଗ୍ ର । ମନ୍କେ ସୁକଲ୍ କରି ଜେତ୍କି ସବୁଲକ୍ ମାପ୍ରୁକେ ପୁଜା କଲାଇନି, ସେମନର୍ ସଙ୍ଗ୍ ଏ ସବୁଜାକ କର୍ ।
ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ ।
ତାକର୍ କାମର୍ ଲାଗି ସେମନ୍କେ ଜିବନ୍ ପରାନ୍ ଦେଇକରି ଆଲାଦ୍ କରା । ନିଜର୍ ନିଜର୍ ଲକ୍ମନର୍ ସଙ୍ଗ୍ ସାନ୍ତିସଙ୍ଗ୍ ରୁଆ ।
ଜନ୍ଟା କି ଗଟେକ୍ ମନ୍ ଅଇକରି ରଇବାକେ ସୁକଲ୍ଆତ୍ମା ଆମ୍କେ ବାନ୍ଦିଆଚେ, ସେନ୍ତାରି ସାନ୍ତି ଅଇକରି ରୁଆ ।
ସୁଆଲେ ରଇବା ଲକ୍ମନର୍ କେଡେକ୍ ନିକ କରମ୍, କାଇକେବଇଲେ ସେମନ୍ ପର୍ମେସର୍ ସପତ୍ କରିରଇବା ବିସଇ ମିଲାଇବାଇ ।
ସେ ଜାଇଟା ମିସା ଅ, ଜଦି ଗଟେକ୍ ବିସ୍ବାସ୍ ନ କଲା ଲକ୍ ତାର୍ ବିସ୍ବାସି ମାଇଜି କି ମୁନୁସର୍ ଟାନେଅନି ବିନେ ଅଇବାକେ ମନ୍ କଲାନି ବଇଲେ, ସେ ବିନେ ଅ । ଏନ୍ତାରି ଅଇଲେ କିରିସ୍ଟକେ ବିସ୍ବାସ୍ କର୍ବା ମାଇଜି କି ମୁନୁସ୍ ବିବା ବନ୍ଦ୍ନେ ଅନି ମୁକ୍ଲି ଆଚେ । ପର୍ମେସର୍ ତମ୍କେ ସାନ୍ତିସଙ୍ଗ୍ ମିସି ବିଡି ଜିଇବାକାଇବାକେ ଡାକ୍ଲା ଆଚେ ।
ସେନ୍ତି ବଇଲେ ବେଦିଲଗେ ବଲିଦେବାଟା ସଙ୍ଗଇଦେଇ ବାରିଜା, ଆଗେ ନିଜର୍ ବାଇ ସଙ୍ଗ୍ ମିସା, ତାର୍ ପଚେ ଆସି ତମର୍ ବଲି ଦିଆସ୍ ।”
ସେଟାର୍ ପାଇ ରମ୍ ଗଡର୍ ଲକ୍, ତମର୍ ଲଗେ ମିସା ନିମାନ୍ କବର୍ ଜାନାଇବାକେ ମୁଇ ମନ୍ କଲିନି ।