ରମିୟ 14:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ତମେ କାଇ କାଦି ମିସା କାଇଲାର୍ପାଇବଲି ଜଦି ତମର୍ ଗଟେକ୍ ବାଇକେ ଦୁକ୍ କରାଇସା, ସେନ୍ତାର୍ଆଲେ ତାର୍ପାଇ ତମର୍ କାଇ ଆଲାଦ୍ ନାଇ ପାରା ଆଚେ । ତମର୍ କାଇବା କାଦିର୍ଲାଗି ଆରିଗଟେକ୍ ଲକ୍ ମନ୍ କଲାନି । ସେଟା ନିକ ନଏଁ । କାଇକେବଇଲେ ସେ ମିସା ତମର୍ ସଙ୍ଗର୍ ବିସ୍ବାସି । ଆରି ତାର୍ ଜାଗାଇମିସା କିରିସ୍ଟ ମଲାଆଚେ । Gade chapit la |
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।