ରମିୟ 15:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ମାତର୍ ଆମର୍ ବାଇବଇନିମନ୍କେ ସାର୍ଦା କରାଇବାକେ ଆରି ସେମନର୍ ବିସ୍ବାସ୍ ଡାଟ୍ କର୍ବାକେ ତାକର୍ ପାଇ ନିକ ବିସଇ କର୍ବାର୍ ଆଚେ । Gade chapit la |
ଏ ବାଇବଇନିମନ୍, ମର୍ କଇବା କାତା ଅଇଲାନି, ତମେ ଉପାସନା କର୍ବାକେ ରୁଣ୍ଡ୍ଲା ବେଲାଇ ଏନ୍ତାରି କରା । ତମର୍ ବିତ୍ରେଅନି କାକେ କାକେ ଗିତ୍ ଆଚେ, କାକେ କାକେ, ସିକିଆ ଦେବାଟା ଆଚେ, ଆରି କାକେ କାକେ ପର୍ମେସରର୍ ଟାନେ ଅନି କାତା ପାଇ, ସେଟା ଜାନାଇବାଟା ଆଚେ, କି ନାଜାନ୍ଲା ବାସାଇ କାତା କଇବାଟା ଆଚେ, ଆରି କାକେ କାକେ ନାଜାନ୍ଲା ବାସାଇ କଇଲା କାତାର୍ ଅରତ୍ ବୁଜାଇବା ବପୁ ଆଚେ, ଏନ୍ତି କାଇଟା ନଇଲେ କାଇଟା ଆଚେ । ଏଟା ସବୁ ଅଇସି, ତେବେ ମଣ୍ଡଲିର୍ ବିସ୍ବାସି ମନର୍ ବିସ୍ବାସ୍ ଡାଁଟ୍ ଅଇସି ।