ରମିୟ 2:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 କାଇକେବଇଲେ ଲକ୍ମନ୍ ଉଜେ ନିୟମ୍ ସୁନ୍ଲେସେ ପରମେସରର୍ ମୁଆଟେ ଦରମ୍ ଲକ୍ ବଲି ଏଜାଇଅଇ ନାପାରତ୍, ମାତର୍ ନିୟମ୍ ନାମ୍ଲେସେ ଅଇପାରତ୍ । Gade chapit la |
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।
ଜିସୁ ତାର୍ ସିସ୍ମନ୍କେ କଇଲା, “ସେ ଦୁଇଲକ୍ ପାର୍ତନା ସାରାଇ ବାଅଡ୍ଲାକେ, ସିସ୍ତୁମାଙ୍ଗୁସେ ପର୍ମେସର୍ ଦେକ୍ବା ଇସାବେ ଦରମ୍ ରଇଲା । ପାରୁସି ନାଇ । ଜେ ବଡ୍ପନ୍ ଦେକାଇ ଅଇସି ଆରି ବଡ୍ ବଲି ବାବ୍ସି, ତାକେ ପର୍ମେସର୍ ସାନ୍ ଲକ୍ କର୍ସି । ମାତର୍ ଜେ ନିଜ୍କେ ସାନ୍ ଲକ୍ପାରା ବାବ୍ସି ତାକେ ପର୍ମେସର୍ ବଡ୍ ଲକ୍ କର୍ସି, ଏ କାତା ଏତାଇ ରୁଆ ।”