ରମିୟ 3:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଇତି ଗଟେକ୍ ପର୍ସନ୍ ଅଇପାରେ, “ଆମର୍ କାରାପ୍ ଚଲାଚଲ୍ତି, ପରମେସରର୍ ଦରମ୍କେ ଚିନାଇ ଦେଇସି ବଇଲେ, ସେ ଆମ୍କେ ଡଣ୍ଡ୍ଦେଇ ଅନିଆଇ କଲାନି ବଲି କଇପାରିଅଇସି କି ? Gade chapit la |
ଏପିସି ସଅରେ ମୁଇ ବେସି କସ୍ଟ ପାଇଲି । କାଇକେବଇଲେ ଜନ୍ ଲକ୍ମନ୍ ମକେ ବିରଦ୍ କଲାଇ, ସେମନର୍ ସଙ୍ଗ୍ ଡଙ୍ଗ୍ରେ ରଇବା ପସୁମନର୍ ପାରା ଜୁଜିରଇଲି । ତେଇ ଆମେ ଜେନ୍ତି କସ୍ଟ ପାଇତେରଇଲୁ, ସେନ୍ତାରି ଅଇଲାକେ ଆମ୍କେ କାଇ ଲାବ୍ ମିଲ୍ଲା ? ଜଦି ମଲା ଲକ୍ମନ୍କେ ନ ଉଟାଏ, ତେବେ ଏନ୍ତାରି କଇବାଟା ନିକ ରଇସି । “ଆସା ଆମେ ବଜିକରି କାଉଁ, କାଇକେବଇଲେ ଆମେ କାଲିକେ ମର୍ବାର୍ ଅଇସିବେ ।”
ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।