20 ସେ ତାର୍ ବିସ୍ବାସେଅନି ବିନେ ବେଗ୍ଲେ ନାଇ, କି ପରମେସର୍ ଦେଇରଇବା କାତା ଅଇସି କି ନଏଁ ବଲି କଏନାଇ । ସେ ବିସ୍ବାସ୍ କରି ବପୁ ସଙ୍ଗ୍ ପୁରାପୁରୁନ୍ ଅଇଲା ଆରି ସେ ପରମେସର୍କେ ଡାକ୍ପୁଟା କଲା ।
ଜେ ବିସ୍ବାସ୍ କର୍ସି ତାର୍ କେଡେକ୍ ନିମାନ୍ କରମ୍, କାଇକେବଇଲେ ମାପ୍ରୁ ତାକେ ଜାଇଜାଇଟା କୁଆଅଇଲାଆଚେ, ସେ ସବୁଜାକ ଅଇସି ଆକା ।”
ସେଟାର୍ ପାଇ ମକେ କିରିସ୍ଟର୍ ଲାଗି ଜେତ୍କି ସବୁ ଗଟ୍ସି, ମୁଇ ସାର୍ଦା ଅଇ ରଇବି । ଜେନ୍ତିକି ମର୍ଗାଗଡ୍ ଦୁର୍ବଲ୍ ରଇଲେ ମିସା, ନିନ୍ଦା ପାଇଲେ ମିସା, ଦୁକ୍ କସ୍ଟ ଅଇରଇଲେ ମିସା, ଆରି ସାଦ୍ବାନ୍ଦ୍ ଅଇ ଦୁକ୍ କସ୍ଟ ପାଇଲେ ମିସା । କାଇକେବଇଲେ ଜେଡେବେଲେ ମୁଇ ଦୁର୍ବଲ୍ ଅଇଆଚି, ସେଡ୍କି ବେଲେ ମୁଇ ବପୁ ଅଇଆଚି ।
ତମେ ଜାଗ୍ରତ୍ ରଇକରି ବିସ୍ବାସେ ଡାଁଟ୍ ରୁଆ । ବପୁ ଅଇକରି ସାଆସେ ରୁଆ ।
ଏ ମର୍ ଆଲାଦର୍ ପ । ଜିସୁକିରିସ୍ଟ ଆମ୍କେ ଜିବନ୍ ଦୁକାଇ ଦୟା ଦେକାଇଲାର୍ ପାଇ ଡାଟ୍ଅଇ ର ।
ତେଇ ଜିକରିୟ ଦୁତ୍କେ କଇଲା, “ତମେ କଇବାଟା ସତ୍ ଅଇସି ବଲି ମୁଇ କେନ୍ତି ଜାନ୍ବି ? କାଇକେବଇଲେ ମୁଇତା ଡକ୍ରା ଅଇଗାଲିବେ, ଆରି ମର୍ ମାଇଜି ମିସା ଡକ୍ରି ଅଇଗାଲାନି ।”
ଲକ୍ମନ୍ ସେଟା ଦେକି କାବା ଅଇଜାଇ ଡରିଗାଲାଇ । ମାତର୍ ନର୍ ଲକ୍କେ ଏନ୍ତାରି ଅଦିକାର୍ ଦେଲାର୍ ପାଇ ପର୍ମେସର୍କେ ଡାକ୍ପୁଟା କଲାଇ ।
ସାରାସାରି ପଚେ, ମାପ୍ରୁର୍ ଟାନେ ମିସିକରି ତାର୍ ବପୁପାଇକରି ଡାଟ୍ଅଇରୁଆ ।