ରମିୟ 8:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଜଦି ତମର୍ ବିତ୍ରେ ଜିସୁକେ ମଲାତେଇଅନି ଉଟାଇଲା ପରମେସରର୍ ଆତ୍ମା ଆଚେ, ତେବେ ସେ ଆତ୍ମାର୍ ସାଇଜ ସଙ୍ଗ୍, ପରମେସର୍ ଜେ କି କିରିସ୍ଟକେ ମଲାତେଇଅନି ଉଟାଇଲା, ସେନ୍ତିସେ ତମର୍ କୁଇଜିବା ଗାଗଡ୍ ମିସା ଜିବନ୍ କର୍ସି । Gade chapit la |
ଏ ଜଗତେ ଆମେ ବଁଚି ରଇଲାବେଲେ, ଇତିର୍ ଗାଗଡ୍ ନେଇକରି ଜେତ୍କି ଦୁକ୍ କସ୍ଟ ପାଇବାର୍ ଆଚେ, ସେଟା ସବୁ ବଇକରି ଆଉଜି ଗାଲୁନି । ମାତର୍ ଏ ଗାଗଡ୍ ଚାଡ୍ବାକେ ଆମେ ମନ୍ କରୁ ନାଇ । ସର୍ଗେ ଅନି ଆଇବା ନୁଆ ଗାଗଡ୍ ଆମ୍କେ ମିଲ ବଲି ମନ୍ କଲୁନି । ସେନ୍ତାର୍ଆଲେ ମରନ୍କେ ସର୍ପି ଦେଇରଇବା ଏ ଗାଗଡର୍ ବାଦୁଲେ ସବୁଦିନର୍ ପାଇ ଜିବନ୍ ରଇବା ଗଟେକ୍ ଗାଗଡ୍ ମିଲାଇବୁ ।