26 “ଜନ୍ ଜାଗାଇ ସେମନ୍କେ କଇରଇଲୁ, “ ତମେ ଆମର୍ ଲକ୍ ନୁଆଁସ୍ ” “ତେଇ ସେମନ୍ ଜିବନ୍ ରଇବା ପରମେସରର୍ ପିଲାଟକି ବଲାଇଅଇବାଇ ।”
ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ ।
ପରମେସରର୍ ଆତ୍ମା ଆମର୍ ବିତ୍ରର୍ ଆତ୍ମା ସଙ୍ଗ୍ କଁଟ୍ ମିସାଇ ଆମ୍କେ ତାର୍ ପିଲାଟକି ବଲି ଜାନାଇଲାନି ।
ମୁଇ ତମର୍ ବାବା ଅଇବି ଆରି, ତମେ ମର୍ ପିଲାଜିଲା ଅଇସା । ଏଟା ସବୁର୍ଟାନେ ଅନି ବପୁ ରଇବା ମାପ୍ରୁ କଇଲାନି ।
ଚିନ୍ ଚତର୍ ଅଇଜାଇରଇବା ପର୍ମେସରର୍ ଲକ୍ମନ୍କେ ଟୁଲିଆଇ, ଗଟେକ୍ କୁଟୁମ୍ କରାଇବାକେ ଜିସୁ ମର୍ବାକେ ଗାଲାନି ।
ସିମନ୍ ପିତର୍ କଇଲା, “ତମେ କିରିସ୍ଟ, ମସିଅ, ଜିବନ୍ ରଇବା ପରମେସରର୍ ପିଲା ।”
ଜନ୍ ଲକ୍ମନ୍ ପରମେସରର୍ ଆତ୍ମା ଇସାବେ ଚାଲ୍ଲାଇନି, ସେମନ୍ସେ ପରମେସରର୍ ପିଲାଟକି ।
ପର୍ମେସର୍ ତିଆର୍କଲା ସବୁଜାକ ଜାଗର୍ତା ସଙ୍ଗ୍ ସେ ଦିନ୍କେ ଜାଗି ଆଚତ୍ । ସେବେଲାଇ ପରମେସର୍ ତାର୍ ସତ୍ ପିଲାଟକିମନ୍ କେ, ବଲି ଦେକାଇସି ।