ରମିୟ 9:33 - ସତିଅର୍ ବାଟ୍ ନୁଆ ନିୟମ୍ 202033 ଜେନ୍ତିକି ସାସ୍ତରେ ଲେକାଆଚେ, ଦେକା ଆମେ ସିୟନେ ଗଟେକ୍ ବାଦାପାକାଇବା ପାକ୍ନା ଆରି ଅଟ୍କାଇବା ରାଙ୍ଗ୍ନିପାକ୍ନା ସଙ୍ଗଇଲୁ ଆଚୁ, ତେଇ ଲକ୍ମନ୍ ଜଟିଆଇ ଅଇ ଅଦର୍ବାଇ । ମାତର୍ ଜେ ତାକେ ବିସ୍ବାସ୍ କର୍ସି, ସେ କେବେ ମୁର୍ମୁରା ନ ଅଏ । Gade chapit la |
ମାତର୍ ଏ ବାଇବଇନିମନ୍, ମୁଇ ଆଜିକେଜାକ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସ୍ କଲେ ମିସା, ସୁନତ୍ କର୍ବାର୍ ଆଚେ ଆକା ବଲି ସିକାଇଲିନି ପନି । ମୁଇ ଏନ୍ତାରି ସିକାଇଲିନି ବଲି, କେତେକ୍ ଲକ୍ମନ୍ କଇବୁଲ୍ଲାଇନି । ସେନ୍ତାର୍ଆଲେ ମୁଇ ଏବେ ମିସା କାଇକେ ନିନ୍ଦା ପାଇଲିନି ? ତେବେ ମୁଇ କିରିସ୍ଟର୍ କୁରୁସ୍ ବିସଇ ଜାନାଇବାଟା ସୁନିକରି ଜିଉଦିଲକ୍ମନ୍ ରିସା ନ ଅଇତାଇ ।