ତିତସ୍ 1:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ଏ ଲକ୍ମନ୍ ପର୍ମେସର୍କେ ଜାନିଆଚୁ ବଲି କଇ ବୁଲ୍ବାଇ, ମାତର୍ ତାକର୍ ଚଲାଚଲ୍ତିଟାନେ ସେଟା ନ ଡିସେ । ସେମନ୍ ଗିନ୍ କର୍ବାଲକ୍, କାତା ନ ମାନ୍ବା ଲକ୍ ଆରି କାଇ ଦରମ୍ ବିସଇ କଇବାକେ ନାପାରତ୍ । Gade chapit la |
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।
ଦରମ୍ କାମ୍ କର୍ବା ଲକ୍ମନର୍ପାଇ ନିୟମ୍ ତିଆର୍ ନ ଅଇରଇଲା । ତାର୍ ବାଦୁଲେ ଜନ୍ ଲକ୍ମନ୍ ତାର୍ ବିରଦି ଅଇରଇଲାଇ, ଆରି ତାର୍ କାତା ମାନି ନ ରଇଲାଇ, ସେନ୍ତାରି ଲକ୍ମନର୍ ପାଇ ପର୍ମେସର୍ ନିୟମ୍ ତିଆର୍ କରିରଇଲା । ଜନ୍ ଲକ୍ମନ୍ ପର୍ମେସର୍ ରଏ ନାଇ ବଲି ଚଲାଚଲ୍ତି କଲାଇନି, ଜନ୍ ଲକ୍ମନ୍ ପାପ୍ କର୍ବାଇ, କରାପ୍ କାମ୍ କର୍ତେରଇବାଇ, ଆରି ପର୍ମେସର୍କେ ସନ୍ମାନ୍ ନ ଦେଇତେରଅତ୍, ଜନ୍ଲକ୍ମନ୍ କି ତାକର୍ ଆୟା ବାବାମନ୍କେ ମରାଇବାଇ କି ବିନ୍ ଲକ୍ମନ୍କେ ମିସା ମରାଇବାଇ,
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।