ତିତସ୍ 1:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ସେ ଲକ୍ ଆମେ ସିକାଇତେରଇବା ସୁବ୍ କବର୍ ଡାଟ୍ସଙ୍ଗ୍ ବିସ୍ବାସ୍ କରିରଇବାର୍ ଆଚେ । ଏ କବର୍ ସତ୍ ଆରି ନ ବାଦ୍ଲେ ବଲି ସେ ଜାନ୍ବାର୍ ଆଚେ । ଏନ୍ତାର୍ ଆଲେ ସେ ଲକ୍ମନ୍କେ ସତ୍ ବିସଇ ସିକାଇପାର୍ସି । ଆରି ଜନ୍ ଲକ୍ ତାର୍ ବିରୁଦେ କାତା ଅଇଲାଇନି, ତାକର୍ ବୁଲ୍ ଦେକାଇପାର୍ସି । Gade chapit la |
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।