ତିତସ୍ 2:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମାତର୍ ତିତସ୍ ତୁଇ ବିସ୍ବାସିମନ୍କେ ଜନ୍ ବିସଇ ସିକାଇଲୁସ୍ନି ସେଟା ଜିସୁକିରିସ୍ଟର୍ ସତ୍ ସିକିଆ ଇସାବେସେ ସିକା । Gade chapit la |
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !