ତିତସ୍ 2:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତୁଇ ନିଜେ ସବୁ ବିସଇଟାନେ ନିକ ଚଲାଚଲ୍ତି କର୍ । ଜେନ୍ତାରି କି ତକେ ଦେକିଦେକି ଦାଙ୍ଗ୍ଡାମନ୍ ସେନ୍ତାରି ଅଇବାଇ । ସିକାଇଲାବେଲେ, ମନ୍ ସତ୍ ରଇକରି ଲକ୍ମନର୍ ମୁଆଟେ ସନ୍ମାନ୍ ପାଇଲାପାରା ପର୍ମେସରର୍ ବିସଇ ସିକା । Gade chapit la |
ଆମେ ଲୁଚ୍ତେ ରଇବା କାମ୍ କି ଲାଜ୍ କରାଇବା କାମ୍ କରୁନାଇ । ଆମେ ଲକ୍ମନ୍କେ ନାଡାଉ ନାଇ । ଆମେ ଜାନାଇତେରଇବା ମାପ୍ରୁର୍ ବାକିଅ ତେଇ ମିଚ୍ ସିକିଆ ମିସାଉ ନାଇ । ମାତର୍ ସବୁଲକ୍ ବୁଜ୍ଲାପାରା ସତ୍ ସିକିଆ ଦେଲୁନି । ଜେନ୍ତାର୍ କି, ମୁଇ କଇଲା ବାକିଅ ଲକ୍ମନ୍ ତାକର୍ ବିବେକ୍ଟାନେ ସତ୍ ବଲି ଜାନ୍ବାଇ । ଆମେ କର୍ବା ସବୁ କାମ୍ ପର୍ମେସରର୍ ମୁଆଟେ ଆଚେ ।
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।
ମୁଇ ତକେ ଲେକିରଇବା ଏ ସବୁ ବିସଇ ସତ୍ ବଲି ମାନିଅଇସି । ତେବର୍ପାଇ ମୁଇ ତକେ ବାବୁଜିଆକରି କଇଲିନି, ତୁଇ ସିକାଇବାବେଲେ ଏ ସବୁ ବିସଇ ନ ପାସ୍ରି ଏତାଇତେ ର । ଜେନ୍ତାରିକି ପର୍ମେସର୍କେ ଜେତ୍କି ଲକ୍ ବିସ୍ବାସ୍ କର୍ବାଇ, ସେମନ୍ ସବୁ ଦରମ୍ କାମ୍ କର୍ବାକେ ମନ୍ଦିଆନ୍ ଦେବାଇ । ଏନ୍ତାରି ସିକିଆ ଦେଲେ ସବୁ ଲକର୍ପାଇ ସେଟା ନିକ ଆରି କାମ୍କେ ଆଇସି ।