୧ କରିନ୍ଥୀୟ 1:13 - ପବିତ୍ର ବାଇବଲ (CL) NT (BSI)13 ଖ୍ରୀଷ୍ଟ କ’ଣ ବିଭକ୍ତ ହୋଇଛନ୍ତି? ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶରେ ହତ ହୋଇଥିଲେ? ତୁମ୍ଭେମାନେ କ’ଣ ପାଉଲଙ୍କ ଶିଷ୍ୟ ରୂପେ ଜଳଦୀକ୍ଷା ଗ୍ରହଣ କରିଥିଲ? Gade chapit laପବିତ୍ର ବାଇବଲ (Re-edited) - (BSI)13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ଵା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ? Gade chapit laଓଡିଆ ବାଇବେଲ13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି ? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା ? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଖ୍ରୀଷ୍ଟ କି ବିଭକ୍ତ ହୋଇଅଛନ୍ତି? ତୁମ୍ଭମାନଙ୍କ ନିମନ୍ତେ କି ପାଉଲ କ୍ରୁଶରେ ହତ ହୋଇଥିଲା? କିମ୍ବା ତୁମ୍ଭେମାନେ କି ପାଉଲ ନାମରେ ବାପ୍ତିଜିତ ହୋଇଥିଲ? Gade chapit laପବିତ୍ର ବାଇବଲ13 ଖ୍ରୀଷ୍ଟଙ୍କୁ ଭାଗଭାଗ କରାଯାଇ ନ ପାରେ। ପାଉଲ କ’ଣ ତୁମ୍ଭମାନଙ୍କ ପାଇଁ କ୍ରୁଶ ଉପରେ ପ୍ରାଣତ୍ୟାଗ କରିଥିଲେ କି? ନା! ତୁମ୍ଭେମାନେ କ’ଣ ପାଉଲଙ୍କ ନାମରେ ବାପ୍ତିଜିତ ହୋଇଛି? ନା! Gade chapit la |