୧ କରିନ୍ଥୀୟ 1:6 - ପବିତ୍ର ବାଇବଲ (CL) NT (BSI)6 ଖ୍ରୀଷ୍ଟ ସମ୍ପର୍କୀୟ ବାର୍ତ୍ତା ତୁମଠାରେ ଦୃଢ଼ ପ୍ରତିଷ୍ଠିତ ହୋଇଛି। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏହିପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି। Gade chapit laଓଡିଆ ବାଇବେଲ6 ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହି ପ୍ରକାରେ ଖ୍ରୀଷ୍ଟଙ୍କର ସାକ୍ଷ୍ୟ ତୁମ୍ଭମାନଙ୍କ ମଧ୍ୟରେ ସ୍ଥିରୀକୃତ ହୋଇଅଛି। Gade chapit laପବିତ୍ର ବାଇବଲ6 ଖ୍ରୀଷ୍ଟଙ୍କ ବିଷୟକ ସତ୍ୟ ତୁମ୍ଭଠାରେ ପ୍ରମାଣିତ ହୋଇଛି। Gade chapit la |
ଶିଷ୍ୟମାନେ ଯାଇ ସର୍ବତ୍ର ପ୍ରଚାର କଲେ। ସେମାନଙ୍କ ବାର୍ତ୍ତା ସତ୍ୟ ବୋଲି ପ୍ରମାଣିତ କରିବାକୁ ପ୍ରଭୁ ସେମାନଙ୍କ ସହିତ ବିଦ୍ୟମାନ ରହି ଅଲୌକିକ କାର୍ଯ୍ୟ କରିବା ପାଇଁ ସେମାନଙ୍କୁ ଶକ୍ତି ଦେଲେ।) (ସେହି ସ୍ତ୍ରୀ ଲୋକମାନେ ପିତର ଓ ତାହାଙ୍କ ସଙ୍ଗୀମାନଙ୍କ ନିକଟକୁ ଯାଇ ଯାହା ଶୁଣିଥିଲେ, ତାହା ସବୁ ସେମାନଙ୍କୁ ଜଣାଇଲେ। ଏହା ପରେ ସ୍ୱୟଂ ଯୀଶୁ ଅନନ୍ତ ପରିତ୍ରାଣର ଏହି ପବିତ୍ର ଚିର ଜୀବନ୍ତ ବାର୍ତ୍ତାକୁ ପୂର୍ବରୁ ପଶ୍ଚିମ ଯାଏ ପ୍ରଚାର କରିବା ପାଇଁ ଶିଷ୍ୟମାନଙ୍କୁ ପ୍ରେରଣ କଲେ।)