୧ କରିନ୍ଥୀୟ 1:8 - ପବିତ୍ର ବାଇବଲ (CL) NT (BSI)8 ସେ ମଧ୍ୟ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ସୁରକ୍ଷା କରିବେ। ଫଳରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ “ଦିବସ”ରେ ତୁମ୍ଭେମାନେ ନିର୍ଦ୍ଦୋଷ ବିବେଚିତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ। Gade chapit laଓଡିଆ ବାଇବେଲ8 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ। Gade chapit laପବିତ୍ର ବାଇବଲ8 ସେ ଶେଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ଦୃଢ଼ କରି ରଖିବେ, ଏବଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିବା ଦିନ ତୁମ୍ଭେମାନେ ନିର୍ଦ୍ଦୋଷ ଦେଖାଯିବ। Gade chapit la |