Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:1 - ପବିତ୍ର ବାଇବଲ (CL) NT (BSI)

1 ଭାଇମାନେ, ମୋଶାଙ୍କୁ ଅନୁସରଣ କରି ଆମ ପୂର୍ବପୁରୁଷମାନଙ୍କ ପ୍ରତି କ’ଣ ଘଟିଥିଲା, ତୁମ୍ଭେମାନେ ସ୍ମରଣ ରଖ, ଏହା ମୋର ଏକାନ୍ତ ଇଚ୍ଛା। ସେମାନେ ସମସ୍ତେ ମେଘ ଦ୍ୱାରା ସୁରକ୍ଷିତ ଥିଲେ, ଲୋହିତ ସାଗରକୁ ଅକ୍ଲେଶରେ ଅତିକ୍ରମ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ,

Gade chapit la Kopi

ଓଡିଆ ବାଇବେଲ

1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,

Gade chapit la Kopi

ପବିତ୍ର ବାଇବଲ

1 ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି (ଯେଉଁମାନେ ମୋଶାଙ୍କୁ ଅନୁସରଣ କରିଥିଲେ) କ’ଣ ହେଲା ତାହା ତୁମ୍ଭେମାନେ ଜାଣି ରଖ। ପରମେଶ୍ୱର ସେମାନଙ୍କୁ ମେଘ ସ୍ତମ୍ଭ ଦ୍ୱାରା ସୁଫ ସାଗରକୁ ପାର କରାଇଥିଲେ।

Gade chapit la Kopi




୧ କରିନ୍ଥୀୟ 10:1
29 Referans Kwoze  

ବିଶ୍ୱାସ ବଳରେ ଇଶ୍ରାଏଲୀୟ ଲୋକମାନେ ଶୁଷ୍କ ଭୁମି ଉପରେ ଚାଲିଲା ପରି ଲୋହିତ ସାଗର ଅତିକ୍ରମ କରିଥିଳେ; ଅଥଚ ମିସରୀୟମାନେ ତାହା କରିବାକୁ ଚେଷ୍ଟା କରି ବୁଡ଼ି ମଲେ।


କିନ୍ତୁ ଯଦି ସେ ଏସବୁ କଥାକୁ ଉପେକ୍ଷା କରେ, ତୁମ୍ଭେମାନେ ତାକୁ ଉପେକ୍ଷା କର।


ଭାଇମାନେ, ପବିତ୍ରଆତ୍ମାଙ୍କ ଦାନସମୂହ ବିଷୟରେ ମୁଁ ତୁମ୍ଭମାନଙ୍କୁ ପ୍ରକୃତ ସତ୍ୟ ଜଣାଇବାକୁ ଚାହେଁ।


ସୁନ୍ନତ ହେବା ପୂର୍ବରୁ ଅବ୍ରାହାମଙ୍କ ବିଶ୍ୱାସ ଯୋଗୁଁ ଈଶ୍ୱର ତାଙ୍କୁ ଧାର୍ମିକ ରୂପେ ଗ୍ରହଣ କରିଥିଲେ। ଏହା ଜଣାଇବା ପାଇଁ ଏକ ଚିହ୍ନ ସ୍ୱରୂପେ ଅବ୍ରାହାମ ଏହି ସୁନ୍ନତ ବିଧି ପାଳନ କରିଥିଲେ। ଅତଏବ, ଯେଉଁମାନେ ସୁନ୍ନତ ନ ହୋଇ ମଧ୍ୟ ଈଶ୍ୱରଙ୍କ ଦ୍ୱାରା ଧାର୍ମିକ ବୋଲି ଗୃହୀତ, ଆଧ୍ୟାତ୍ମିକଭାବେ ଅବ୍ରାହାମ ସେମାନଙ୍କ ପିତା।


ତୁମ୍ଭେମାନେ ମଧ୍ୟ ଅବ୍ରହାମଙ୍କ ବଂଶଧର ଏବଂ ଈଶ୍ୱର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ଲାଭ କରିବ।


ଯଦି ବୃକ୍ଷର ସହଜାତ ଶାଖା ସଦୃଶ ଇହୁଦୀମାନଙ୍କୁ ଈଶ୍ୱର ଦଣ୍ଡ ନ ଦେଇ ଛାଡ଼ି ଦେଲେ ନାହିଁ, ତୁମ୍ଭମାନଙ୍କୁ କଅଣ ସେ ଛାଡ଼ିଦେବେ?


ଆମ ଶମିରୋଣୀୟ ପୂର୍ବପୁରୁଷମାନେ ଏହି ପର୍ବତ ଉପରେ ଉପାସନା କରି ଆସିଛନ୍ତି; କିନ୍ତୁ ଆପଣଙ୍କର ଇହୁଦୀମାନେ କହୁଛନ୍ତି, ଈଶ୍ୱରଙ୍କୁ ଉପାସନା କରିବାର ଉପଯୁକ୍ତ ସ୍ଥାନ ହେଉଛି ଯିରୂଶାଲମ।”


ଭାଇମାନେ, ତୁମ୍ଭମାନଙ୍କ ନିକଟକୁ ଆସିବା ପାଇଁ ମୁଁ ଅନେକ ଥର ମନସ୍ଥ କରିଛି, କିନ୍ତୁ ଅନିବାର୍ଯ୍ୟ କାରଣରୁ, ଏ ପର୍ଯ୍ୟନ୍ତ ଆସିପାରି ନାହିଁ। ଅନ୍ୟାନ୍ୟ ଅଞ୍ଚଳର ଅଣଇହୁଦୀମାନଙ୍କ ମଧ୍ୟରେ ପ୍ରଚାର କରି ଯେପରି ସୁଫଳ ପାଇଛି, ତୁମ୍ଭମାନଙ୍କ ଅଞ୍ଚଳରେ ମଧ୍ୟ ତା’ କରିବା ପାଇଁ ମୋର ଇଚ୍ଛା।


Swiv nou:

Piblisite


Piblisite