Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:12 - ପବିତ୍ର ବାଇବଲ (CL) NT (BSI)

12 ଯେ ଦୃଢ଼ ପ୍ରତିଷ୍ଠିତ ବୋଲି ଭାବେ, ସେ ସାବଧାନ ରହୁ। ତା’ର ଯେପରି ପତନ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।

Gade chapit la Kopi

ଓଡିଆ ବାଇବେଲ

12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।

Gade chapit la Kopi

ପବିତ୍ର ବାଇବଲ

12 ଅତଏବ, ଯେଉଁ ଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହୋଇଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ।

Gade chapit la Kopi




୧ କରିନ୍ଥୀୟ 10:12
11 Referans Kwoze  

ତା’ ସତ୍ୟ। ସେମାନେ ବିଶ୍ୱାସ ନ କରିବାରୁ ଛିନ୍ନ ହେଲେ। ତୁମ୍ଭେମାନେ କେବଳ ବିଶ୍ୱାସ ବଳରେ ସେହି ସ୍ଥାନ ଅଧିକାର ଅଧିକାର କରିଛ। କିନ୍ତୁ ଗର୍ବ ନ କରି ଭୟ କର।


କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ଏହିସବୁ ପୂର୍ବରୁ ଗାଣିଛ। ତେଣୁ ସାବଧାନ, ଯେପରି ଉତ୍ସୃଙ୍ଖଳ ବ୍ୟକ୍ତିମାନଙ୍କର ଭ୍ରାନ୍ତ ଶିକ୍ଷାରେ ଚାଳିତ ହୋଇ ତୁମ ଦୃଢ଼ ବିଶ୍ୱାସରୁ ବିଚ୍ୟୁତ ନ ହୁଅ।


ଯଦି କେହି କୁହେ ଯେ, ସେ କିଛି ଜାଣେ, ବାସ୍ତବରେ ଯାହା ଜାଣିବା ଦରକାର, ତାହା ସେ ଜାଣେ ନାହିଁ।


“ସେଥିପାଇଁ ତୁମ୍ଭେମାନେ କିପରି ଶୁଣୁଛ, ସେ ବିଷୟରେ ସାବଧାନ ହୁଅ; କାରଣ ଯାହାର ଅଛି, ତାହାକୁ ଆହୁରି ଦିଆଯିବ, କିନ୍ତୁ ଯାହାର ନାହିଁ, ତାହାର ଯାହା କିଛି ଅଛି ବୋଲି ସେ ଭାବେ, ତାହା ମଧ୍ୟ ତା’ଠାରୁ ଛଡ଼ାଇ ନିଆଯିବ।”


ସାବଧାନ, କେହି ଯେପରି ତୁମକୁ ମନୁଷ୍ୟର ବିଭ୍ରାନ୍ତିକର ଅସାର ଜ୍ଞାନ ଦ୍ୱାରା ବଶୀଭୂତ ନ କରେ। ସେହି ସବୁ ଜ୍ଞାନ ଖ୍ରୀଷ୍ଟଙ୍କ ଶିକ୍ଷାରୁ ଆସି ନ ଥାଏ। ତାହା ମନୁଷ୍ୟ ସମାଜର ପାରମ୍ପରିକ ଶିକ୍ଷା ଓ ବିଶ୍ୱସ ଉପରେ କର୍ତ୍ତୃତ୍ୱ କରୁଥିବା ଅଶରୀରୀ ଶକ୍ତିମାନଙ୍କ ଶିକ୍ଷାର ଫଳ।


Swiv nou:

Piblisite


Piblisite