Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:6 - ପବିତ୍ର ବାଇବଲ (CL) NT (BSI)

6-7 ସେମାନଙ୍କ ପ୍ରତି ଅସତ୍ ଚିନ୍ତା ନ କରିବା ପାଇଁ କିମ୍ବା ସେମାନଙ୍କ ମଧ୍ୟରୁ କେତେକଙ୍କ ପରି ପ୍ରତିମା ପୂଜା ନ କରିବା ପାଇଁ, ଏସବୁ ଦୃଷ୍ଟାନ୍ତ ସ୍ୱରୂପ ହୋଇ ଆମକୁ ଚେତାବନୀ ଦେଉଛି। ଧର୍ମଶାସ୍ତ୍ରରେ ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ ଓ ତା’ପରେ ଉଠି ରଙ୍ଗରସରେ ମାତିଲେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହିସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ଵରୂପ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥି ନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

6 ଏହି ଘଟଣାଗୁଡ଼ିକ ଆମ୍ଭ ପାଇଁ ଦୃଷ୍ଟାନ୍ତ ସ୍ୱରୂପ ଅଛି, ଅତଏବ ଆମ୍ଭେ ସେମାନଙ୍କ ଭଳି ମନ୍ଦ କାର୍ଯ୍ୟ କରିବା ପାଇଁ ଇଚ୍ଛା କରିବା ନାହିଁ।

Gade chapit la Kopi




୧ କରିନ୍ଥୀୟ 10:6
12 Referans Kwoze  

ସଦୋମ ଓ ଗମୋର ଏବଂ ତନ୍ନିକଟସ୍ଥ ନଗରୀଗୁଡ଼ିକର ଦଶାସ୍ମରଣ କର। ସେମାନେ ଉକ୍ତ ଦୁତମାନଙ୍କର ଅନୁରୂପ ଆଚରଣ କରି ଇନ୍ଦ୍ରିୟ ଲାଳସା ଓ ଅସ୍ୱାଭାବିକ କାମୁକତାରେ ଲିପ୍ତ ହେଲେ। ଅନ୍ୟମାନଙ୍କୁ ସତର୍କ କରାଇ ଦେବା ନିମେନ୍ତ ସେମାନେ ଅନନ୍ତ ନରକାଗ୍ନିରେ ଦଣ୍ଡଭୋଗ କରୁଛନ୍ତି।


ସେମାନଙ୍କ ପାଇଁ ଏ ସବୁ ଘଟଣା ଅନ୍ୟମାନଙ୍କର ଦୃଷ୍ଟାନ୍ତ ସ୍ୱରୂପ ଘଟିଥିଲା ଏବଂ ଆମକୁ ସତର୍କ କରାଇବା ନିମନ୍ତେ ସେଗୁଡ଼ିକ ଲିଖିତ। କାରଣ ପ୍ରାୟ ଯୁଗାନ୍ତ ସମୟରେ ଆମେ ବାସ କରୁଅଛୁ।


ଅତଏବବ ଆମ ମଧ୍ୟରୁ କେହି ଯେପରି ନିଜର ଅବିଶ୍ୱାସ ହେତୁ ସେହି ଲୋକମାନଙ୍କ ପରି ଉକ୍ତ ବିଶ୍ରାମରୁ ବଞ୍ଚିତ ନ ହୁଏ, ଏଥପାଇଁ ଯଥାସାଧ୍ୟ ଉଦ୍ୟମ କରିବା।


ଈଶ୍ୱର ସଦୋମ ଓ ଗମୋରା ନଗରଦ୍ୱୟକୁ ଦଣ୍ଡଧାନ କରି ଅଗ୍ନିରେ ଧ୍ୱଂସ କଲେ ଓ ଅଧାର୍ମିକମାନଙ୍କ ପ୍ରତି କଅଣ ଘଟିବ, ଏହି ଦୁଇ ନଗରୀକୁ ତା’ର ଦୃଷ୍ଟାନ୍ତ ସ୍ୱରୂପ ରଖିଲେ।


ସେମାନେ ତୁମ୍ଭମାନଙ୍କ ପରିତ୍ରାଣ ସାଧନ କରୁଥିବା ଜଳଦୀକ୍ଷାର ପ୍ରତୀକ। ଏହି ଜଳଦୀକ୍ଷା ତୁମ ଦେହର ମଳିନତା ଦୂର କରେ ନାହିଁ- ତାହା ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ତୁମ ବିବେକକୁ ଶୁଚି କରିବା ପାଇଁ ଈଶ୍ୱରଙ୍କ ନିକଟେରେ ଆବେଦନ।


ଆଦମଙ୍କ ସମୟରୁ ମୋଶାଙ୍କ ସମୟ ପର୍ଯ୍ୟନ୍ତ କେହି ଆଦମଙ୍କ ପରି ଆଜ୍ଞା ଲଙ୍ଘନ କରି ପାପ କରି ନ ଥିଲେ ସୁଦ୍ଧା, ସମସ୍ତେ ମୃତ୍ୟୁର ଅଧୀନ ହେଲେ। ଯାହାଙ୍କର ଆଗମନ ହେବାର ଥିଲା, ଆଦମ ତାଙ୍କର ଏକ ପ୍ରତିରୂପ;


ଯାହା ମନୁଷ୍ୟ ହସ୍ତକୃତ ନୁହେଁ, ଏପରି ଏକ ପବିତ୍ର ସ୍ଥାନକୁ ଖୀଷ୍ଟ ଯାଇଛନ୍ତି। ତାହା କୌଣସି ମୂଳ ବିଷୟରେ ଅନୁରୂପ ନୁହେଁ। ସେ ସ୍ୱର୍ଗକୁ ହିଁ ଯାଇଛନ୍ତି। ସେଠାରେ ସେ ଆମ୍ଭମାନଙ୍କ ସପକ୍ଷେ ବର୍ତ୍ତମାନ ଈଶ୍ୱରଙ୍କ ସମ୍ମୁଖରେ ଉପସ୍ଥିତ ଅଛନ୍ତି।


Swiv nou:

Piblisite


Piblisite