Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 10:8 - ପବିତ୍ର ବାଇବଲ (CL) NT (BSI)

8 ସେମାନଙ୍କ ମଧ୍ୟରୁ କେତେକ ବ୍ୟଭିଚାର କରିବା ହେତୁ ଗୋଟିଏ ଦିନରେ ତେଇଶ ହଜାର ଲୋକ ମରିଥିଲେ। ସେପରି ପାପ ଆମେ ନ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।

Gade chapit la Kopi

ଓଡିଆ ବାଇବେଲ

8 ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।

Gade chapit la Kopi

ପବିତ୍ର ବାଇବଲ

8 ସେମାନଙ୍କ ଭିତରୁ ଯେପରି କେତେକ ଯୌନଗତ ପାପ କଲେ, ଆମ୍ଭେ ସେଭଳି କେବେ କରିବା ନାହିଁ। ସେମାନେ ପାପ କରିଥିବା ହେତୁରୁ ସେମାନଙ୍କ ଭିତରୁ 23,000 ଲୋକ ଗୋଟିଏ ଦିନରେ ମରିଗଲେ।

Gade chapit la Kopi




୧ କରିନ୍ଥୀୟ 10:8
6 Referans Kwoze  

କାମୁକତାଠାରୁ ଦୂରରେ ରୁହ। ଅନ୍ୟ କୌଣସି ପାପ ମନୁଷ୍ୟର ଶରୀରକୁ କଳୁଷିତ କରେ ନାହିଁ। କିନ୍ତୁ ବ୍ୟଭିଚାରୀ ନିଜ ଶରୀର ବିରୁଦ୍ଧରେ ପାପ କରେ।


ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ ଦୁର୍ଜନମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। ଏ ବିଷୟରେ ତୁମ୍ଭମାନଙ୍କର କୌଣସି ଭ୍ରାନ୍ତ ଧାରଣା ନ ରହୁ। ଲମ୍ଫଟୀ, ପ୍ରତିମାପୂଜକ, ବ୍ୟଭିଚାରୀ, ଅସ୍ୱାଭାବିକ ଯୌନକ୍ରିୟାରେ ଲିପ୍ତ ଲୋକମାନେ,


କିନ୍ତୁ ତୁମ ବିରୁଦ୍ଧରେ ମୋର କେତେକ ବିଷୟ କହିବାର ଅଛି। ସେଠାରେ ତୁମ ସଙ୍ଗରେ ଥିବା କେତେକେ, ବାଲାମର ଶିକ୍ଷାରେ ପରିଚାଳିତ ହେଉଛନ୍ତି। ବାଲାମ ଦେବପ୍ରସାଦ ଭୋଜନ ଓ ଲମ୍ପଟାଚରଣ କରିବା ପାଇଁ ଇଶ୍ରାଏଲୀୟମାନଙ୍କୁ ପ୍ରବର୍ତ୍ତାଇବା ନିମନ୍ତେ ବାଲାକକୁ ଶିକ୍ଷା ଦେଇଥିଲା।


କିନ୍ତୁ ମୁଁ କହୁଛି, ବ୍ୟଭିଚାର ଅପରା ବ୍ୟତୀତ ଅନ୍ୟ ଯେ କୌଣସି କାରଣ ଲାଗି ଜଣେ ତା’ ସ୍ତ୍ରୀକୁ ଛାଡ଼ପତ୍ର ଦେଲେ, ସେ ତାକୁ ବ୍ୟଭିଚାରିଣୀ କରାଇବା ଅପରାଧରେ ଦୋଷୀ ହେବ ଏବଂ ଯେଉଁ ବ୍ୟକ୍ତି ସେହି ସ୍ତ୍ରୀକୁ ବିବାହ କରିବ, ସେ ମଧ୍ୟ ବ୍ୟଭିଚାରିଣୀ ହେବ।


Swiv nou:

Piblisite


Piblisite