Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:1 - ପବିତ୍ର ବାଇବଲ (CL) NT (BSI)

1 ମୁଁ ଖ୍ରୀଷ୍ଟଙ୍କୁ ଅନୁକରଣ କଲା ପରି ତୁମ୍ଭେମାନେ ମୋତେ ଅନୁକରଣ କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।

Gade chapit la Kopi

ଓଡିଆ ବାଇବେଲ

1 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।

Gade chapit la Kopi

ପବିତ୍ର ବାଇବଲ

1 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁସରଣ କରୁଛି, ତୁମ୍ଭେମାନେ ସେହିପରି ଅନୁସରଣ କର।

Gade chapit la Kopi




୧ କରିନ୍ଥୀୟ 11:1
9 Referans Kwoze  

ହେ ଭାଇମାନେ, ମୋତେ ଅନୁକରଣ କର। ଆମେ ରଖିଥିବା ଆଦର୍ଶ ଅନୁଯାୟୀ ଯେଉଁମାନେ ଆଚରଣ କରୁଛନ୍ତି, ସେମାନଙ୍କୁ ଲକ୍ଷ୍ୟ କର।


ତୁମ୍ଭେମାନେ ଆମକୁ ଓ ଆମ ପ୍ରଭୁଙ୍କୁ ଅନୁସରଣ କରିଥିଲ ଏବଂ ବହୁ କ୍ଲେଶ ଭୋଗିବା ସତ୍ତେ୍ୱ ପବିତ୍ର ଆତ୍ମାଙ୍କଠାରୁ ପ୍ରାପ୍ତ ଆନନ୍ଦ ସହିତ ସେହି ସୁସମାଚାର ଗ୍ରହଣ କରିଥିଲ।


ସୁତରାଂ ମୋର ଆଦର୍ଶ ଅନୁସରଣ କରିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି।


ଆମେ ଚାହୁଁ, ତୁମ୍ଭେମାନେ କେବେ ଶିଥିଳ ନ ହୋଇ ଦୃଢ଼ ବିଶ୍ୱାସୀ ଓ ଧୈର୍ଯ୍ୟଶାଳୀ ବ୍ୟକ୍ତିମାନଙ୍କୁ ଅନୁସରଣ କର ଏବଂ ଈଶ୍ୱର ପ୍ରତିଜ୍ଞା କରିଥିବା ସମସ୍ତ ବିଷୟ ପ୍ରାପ୍ତ ହୁଅ।


ନ୍ୟାୟତଃ ଆମେ ଯେ ତୁମଠାରୁ ଅନ୍ନ ଦାବୀ କରିପାରି ନ ଥାଆନ୍ତୁ, ତା’ ନୁହେଁ, କିନ୍ତୁ ଆମେ ଯାହା କରିଛୁ, ତାହା ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇବା ନିମେନ୍ତ।


ତୁମେ ମୋ’ ପରି ଆଚରଣ କର। ମୁଁ ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଛ। ନିଜର ଚିନ୍ତା ନ କରି, ଅନ୍ୟମାନଙ୍କର ପରିତ୍ରାଣ ଲାଭ ଉଦ୍ଦେଶ୍ୟରେ ସମସ୍ତଙ୍କର ମଙ୍ଗଳ କରୁଛି।


Swiv nou:

Piblisite


Piblisite