Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 11:4 - ପବିତ୍ର ବାଇବଲ (CL) NT (BSI)

4 ତେଣୁ ଯେଉଁ ପୁରୁଷ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ, ସେ ଖ୍ରୀଷ୍ଟଙ୍କର ଅବମାନନା କରେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ଵା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।

Gade chapit la Kopi

ଓଡିଆ ବାଇବେଲ

4 ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।

Gade chapit la Kopi

ପବିତ୍ର ବାଇବଲ

4 ଯେକୌଣସି ପୁରୁଷଲୋକ ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ ବା ଭବିଷ୍ୟଦ୍‌‌ବାଣୀ କହେ, ସେ ନିଜ ମସ୍ତକର ଅପମାନ କରେ।

Gade chapit la Kopi




୧ କରିନ୍ଥୀୟ 11:4
11 Referans Kwoze  

ମଣ୍ଡଳୀରେ ଈଶ୍ୱର ପ୍ରଥମତଃ ପ୍ରେରିତ ଶିଷ୍ୟମାନଙ୍କୁ, ଦ୍ୱିତୀୟତଃ ଭବିଷ୍ୟତ୍ବକ୍ତାମାନଙ୍କୁ, ତୃତୀୟତଃ ଶିକ୍ଷାଗୁରୁମାନଙ୍କୁ ନିଯୁକ୍ତ କରି ଅଛନ୍ତି। ତା’ପରେ ଅଲୌକିକ କାର୍ଯ୍ୟସାଧନକାରୀ, ରୋଗ ସୁସ୍ଥକାରୀ, ସାହାଯ୍ୟକାରୀ, ପ୍ରଶାସନ କାର୍ଯ୍ୟରେ ଦକ୍ଷ ଏବଂ ବିଭିନ୍ନ ଭାଷାରେ କଥା କହିବା ବ୍ୟକ୍ତିମାନଙ୍କୁ ନିଯୁକ୍ତ କରି ଅଛନ୍ତି।


କାହାକୁ ଦିଅନ୍ତି ଅଲୌକିକ କାର୍ଯ୍ୟ କରବାର କ୍ଷମତା, କାହାକୁ ଦିଅନ୍ତି ଈଶ୍ୱରଙ୍କ ଭାବବାଣୀ କହିବାର ଶକ୍ତି ଓ କାହାକୁ ବିଭିନ୍ନ ଆତ୍ମା ଚିହ୍ନିବାର ଦକ୍ଷତା; ପୁଣି ସେ କାହାକୁ ଦିଅନ୍ତି ବିଭିନ୍ନ ଭାଷାରେ କଥା କହିବାର ଶକ୍ତି ଓ ଆଉ କାହାକୁ ଦିଅନ୍ତି ସେହି ଭାଷାର ଅର୍ଥ କରିବାର ଦକ୍ଷତା।


ପ୍ରକୃତି କ’ଣ ତୁମ୍ଭମାନଙ୍କୁ ଶିକ୍ଷା ଦେଇ ନାହିଁ ଯେ, ଦୀର୍ଘ କେଶ ପୁରୁଷର ଲଜ୍ଜାଜନକ,


ଆଣ୍ଟିୟୋଖ ମଣ୍ଡଳୀରେ କେତେ ଜଣ ଭାବବାଦୀ ଓ ଶିକ୍ଷାଗୁରୁ ଥିଲେ। ଏମାନଙ୍କ ମଧ୍ୟରେ ଥିଲେ ବର୍ଣ୍ଣବା, ଶିମୋନ (କୃଷ୍ଣକାୟ ନାମରେ ଅଭିହିତ), ଲୁସିଅସ୍ (କୁରୀଣୀ ନିବାସୀ), ମନହେମ (ସେ ରାଜ୍ୟପାଳ ହେରୋଦଙ୍କ ପରିବାରରେ ପ୍ରତିପାଳିତ ହୋଇଥିଲେ।) ଓ ଶାଉଲ।


ଅପର ପକ୍ଷରେ ଯେଉଁ ନାରୀ ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଈଶ୍ୱରଙ୍କ ବାକ୍ୟ ପରିବେଷଣ କରେ, ସେ ତା’ ସ୍ୱାମୀର ଅବମାନନା କରେ। ସେହିଭଳି ନାରୀ, ମୁଣ୍ଡିତମସ୍ତକା ସ୍ତ୍ରୀ ଲୋକ ପରି।


ପ୍ରେରଣାପୂର୍ଣ୍ଣ ଧର୍ମପ୍ରଚାର କରିବାକୁ ମୋର ଶକ୍ତି ଥାଇପାରେ। ସମସ୍ତ ବିଷୟରେ ଜ୍ଞାନ ଥାଇପାରେ, ସମସ୍ତ ନିଗୂଢ଼ ତତ୍ତ୍ୱ ବୁଝିବାକୁ ଶକ୍ତି ଥାଇପାରେ, ବିଶ୍ୱାସ ବଳରେ ପାହାଡ଼ ଘୁଞ୍ଚାଇବା ସାମର୍ଥ୍ୟ ଥାଇପାରେ; ତଥାପି ମୋର ପ୍ରେମ ନ ଥିଲେ, ମୁଁ କିଛି ନୁହେଁ।


ପବିତ୍ର ଆତ୍ମା ପ୍ରଣୋଦିତ ବାଣୀକୁ ଅବଜ୍ଞା କର ନାହିଁ।


Swiv nou:

Piblisite


Piblisite