Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 16:3 - ପବିତ୍ର ବାଇବଲ (CL) NT (BSI)

3 ମୁଁ ଆସି ତୁମେ ଉପଯୁକ୍ତ ମନେ କରୁଥିବା ଲୋକମାନଙ୍କୁ ପରିଚୟ ପତ୍ର ଦେବି ଓ ସେମାନେ ତୁମର ଦାନ ସହ ଯିରୂଶାଲମକୁ ଯିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;

Gade chapit la Kopi

ଓଡିଆ ବାଇବେଲ

3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;

Gade chapit la Kopi

ପବିତ୍ର ବାଇବଲ

3 ସେଠାରେ ପହଞ୍ଚିଲା ପରେ, ତୁମ୍ଭେମାନେ ଯେଉଁ ବ୍ୟକ୍ତିମାନଙ୍କୁ ବାଛିବ, ମୁଁ ସେମାନଙ୍କର ପରିଚୟ ପତ୍ର ସହିତ ତୁମ୍ଭମାନଙ୍କର ଦାନ ଯିରୁଶାଲମକୁ ପଠାଇ ଦେବି।

Gade chapit la Kopi




୧ କରିନ୍ଥୀୟ 16:3
8 Referans Kwoze  

ତିତସଙ୍କ ସହାୟତାରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାକୁ ଚଳେଇ ରଖିବା ପାଇଁ ଓ ଏହି ପ୍ରେମାପ୍ଳୁତ ସେବା କାର୍ଯ୍ୟରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ତିତସଙ୍କୁ ଅନୁରୋଧ କରିଛୁ।


ଯିହୁଦାରେ ଥିବା ଈଶ୍ବରଙ୍କ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେମାନଙ୍କୁ ସୁଯୋଗ ଦିଆଯାଉ ବୋଲି ସେମାନେ ଆମକୁ ଅନୁନୟ ନିବେଦନ କରିଥିଲେ।


ତୁମ୍ଭମାନଙ୍କର ସମାବେଶ ଯେପରି ଦଣ୍ଡର କାରଣ ନ ହୁଏ, ସେଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରି ଆସୁ। ଅନ୍ୟାନ୍ୟ ବିଷୟ ସବୁ ମୁଁ ଗଲେ ବୁଝାଇ ଦେବି।


କିନ୍ତୁ ମୋର ଯିବା ଆବଶ୍ୟକ ହେଲେ, ସେମାନେ ମୋ’ ସହିତ ଯାଇ ପାରିବେ।


ଆମେ କ’ଣ ପୁଣି ଆତ୍ମବଡ଼ିମା କରିବା ପରି ମନେ ହେଉଛି? କିମ୍ବା ଅନ୍ୟମାନଙ୍କ ପରି ଆମେ କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ପରିଚୟ ପତ୍ରର ପ୍ରୟୋଜନ କରୁଛି?


Swiv nou:

Piblisite


Piblisite