Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 2:2 - ପବିତ୍ର ବାଇବଲ (CL) NT (BSI)

2 ତୁମ ସହିତ ଥିବା ସମୟରେ କେବଳ ଯୀଶୁ ଖ୍ରୀଷ୍ଟ, ବିଶେଷତଃ ତାଙ୍କ କ୍ରୁଶୀୟ ମୃତ୍ୟୁ ବ୍ୟତୀତ ଅନ୍ୟ କୌଣସି ବିଷୟ ଜାଣିବା ପାଇଁ ଇଚ୍ଛା କରି ନ ଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।

Gade chapit la Kopi

ଓଡିଆ ବାଇବେଲ

2 କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।

Gade chapit la Kopi

ପବିତ୍ର ବାଇବଲ

2 କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁ ଖ୍ରୀଷ୍ଟ ଓ କ୍ରୁଶରେ ତାହାଙ୍କ ମୃତ୍ୟୁ ଭୋଗ ବ୍ୟତୀତ, ଅନ୍ୟସବୁ କଥା ଭୁଲିଯିବି।

Gade chapit la Kopi




୧ କରିନ୍ଥୀୟ 2:2
5 Referans Kwoze  

କିନ୍ତୁ ମୁଁ କେବଳ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ କ୍ରୁଶ ବିଷୟରେ ଗର୍ବ କରୁଛି; କାରଣ ତାଙ୍କର କ୍ରୁଶ ଯୋଗୁଁ ଜଗତ ମୋ’ ନିମନ୍ତେ ମୃତ ଏବଂ ମୁଁ ଜଗତ ନିମନ୍ତେ ମୃତ।


ତୁମେ ଯେ ଏକ ମାତ୍ର ସତ୍ୟ ଈଶ୍ୱର, ଏହା ଉପଲବ୍ଧି କରିବା ଏବଂ ତୁମ ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ ଉପରେ ଏହି ମନ୍ତ୍ର ପ୍ରୟୋଗ କରିଛି? କ୍ରୁଶ ଉପରେ ଯୀଶୁ ଖ୍ରୀଷ୍ଟଙ୍କ ମୃତ୍ୟୁର ବିବରଣୀ ଅତି ସ୍ପଷ୍ଟ ଭାବରେ ତୁମ ନିକଟରେ ପ୍ରକାଶ କରାଯାଇଛି।


Swiv nou:

Piblisite


Piblisite