Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:2 - ପବିତ୍ର ବାଇବଲ (CL) NT (BSI)

2 ତୁମ୍ଭମାନଙ୍କୁ ଗୁରୁପାକ ଖାଦ୍ୟ ନ ଦେଇ ଦୁଗ୍ଧ ପାନ କରିବାକୁ ଦେଇଥିଲି, କାରଣ ଗୁରୁପାକ ଖାଦ୍ୟ ଭୋଜନ କରିବାକୁ ତୁମେ ଅସମର୍ଥ ଥିଲ; ବର୍ତ୍ତମାନ ମଧ୍ୟ ସମର୍ଥ ନୁହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,

Gade chapit la Kopi

ଓଡିଆ ବାଇବେଲ

2 ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମୁଁ ତୁମ୍ଭମାନଙ୍କୁ ଦୁଗ୍ଧ ପାନ କରାଇ ଅନ୍ୟ ଖାଦ୍ୟ ଦେଲି ନାହିଁ, କାରଣ ତୁମ୍ଭେମାନେ ତାହା ଗ୍ରହଣ କରିବାକୁ ସମର୍ଥ ନ ଥିଲ, ଆଉ ଏବେ ମଧ୍ୟ ସମର୍ଥ ହୋଇ ନାହଁ,

Gade chapit la Kopi

ପବିତ୍ର ବାଇବଲ

2 ସେତେବେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦେଇ କ୍ଷୀର ଦେଲି। ଏପରି କରିବାର ଉଦ୍ଦେଶ୍ୟ ଯେ, ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ୟ ତୁମ୍ଭେମାନେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ।

Gade chapit la Kopi




୧ କରିନ୍ଥୀୟ 3:2
3 Referans Kwoze  

ମିଥ୍ୟା ଓ କପଟତା, ଈର୍ଷା ଓ ପରନିନ୍ଦା ପରିହାର କର। ନବଜାତ ଶିଶୁ ପରି ହୁଅ। ସର୍ବଦା ବିଶୁଦ୍ଧ ଆଧ୍ୟାତ୍ମିକ ଦୁଗ୍ଧ ପାନ କରିବା ପାଇଁ ତୃଷିତ ହୁଅ। ସର୍ବଦା ବୃଦ୍ଧି ପାଇ ପରିତ୍ରାଣ ପାଇବ।


“ତୁମ୍ଭମାନଙ୍କୁ ମୋର ଆହୁରି ଅନେକ କିଛି କହିବାର ଅଛି, କିନ୍ତୁ ବର୍ତ୍ତମାନ ତାହା ସବୁ ତୁମ୍ଭମାନଙ୍କ ପକ୍ଷେ ଅସହ୍ୟ ହେବ।


Swiv nou:

Piblisite


Piblisite