Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 3:4 - ପବିତ୍ର ବାଇବଲ (CL) NT (BSI)

4 ତୁମ୍ଭମାନଙ୍କ ମଧ୍ୟରୁ କେହି ଯେତେବେଳେ କୁହେ, ‘ମୁଁ ପାଉଲଙ୍କର’, ଆଉ କେହି କୁହେ, ‘ମୁଁ ଆପୋଲୋଙ୍କର’, ସେତେବେଳେ କ’ଣ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଆଚରଣ କରୁ ନାହଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ?

Gade chapit la Kopi

ଓଡିଆ ବାଇବେଲ

4 ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ?

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭମାନଙ୍କ ଭିତରେ ଜଣେ କହୁଛି, “ମୁଁ ପାଉଲଙ୍କ ଅନୁଗାମୀ,” ଆଉ ଜଣେ କହୁଛି “ମୁଁ ଆପଲ୍ଲଙ୍କ ଅନୁଗାମୀ,” ଏଭଳି କହିବା ଦ୍ୱାରା ତୁମ୍ଭେମାନେ ଜାଗତିକ ମଣିଷ ଭଳି ଆଚରଣ କରୁଛ।

Gade chapit la Kopi




୧ କରିନ୍ଥୀୟ 3:4
4 Referans Kwoze  

ମୋର ମନେହୁଏ, ତୁମ୍ଭେମାନେ ପ୍ରତେକେ ବିଭିନ୍ନ ମତ ବ୍ୟକ୍ତ କରୁଛ। କେହି କହୁଛି, ‘ମୁଁ ପାଉଲଙ୍କୁ ଅନୁସରଣ କରୁଛି,’ କେହି କହୁଛି, ‘ମୁଁ ପିତରଙ୍କର ଅନୁଗାମୀ,’ ଆଉ କେହି କହୁଛି, ‘ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ’।


ଭାଇମାନେ, କେବଳ ତୁମ୍ଭମାନଙ୍କର ମଙ୍ଗଳ ନିମନ୍ତେ ମୁଁ ଆପୋଲୋ ଓ ମୋ’ ବିଷୟରେ ଏହିସବୁ କଥା କହିଛି। ଆମ ଦୁହିଁଙ୍କୁ ଦୃଷ୍ଟାନ୍ତ ସ୍ୱରୂପ ମନେ କରି ତୁମ୍ଭେମାନେ ଶିକ୍ଷା କରିବା ଉଚିତ୍ ଯେ, “ଶାସ୍ତ୍ରରେ ଯାହା ଲିଖିତ ଅଛି, ତାହାର ବ୍ୟତିକ୍ରମ କରିବା ବିଧେୟ ନୁହେଁ।” ତୁମ୍ଭମାନଙ୍କ ମଧ୍ୟରୁ କାହାକୁ ନେଇ ଗର୍ବ କର ନାହିଁ, କିଅବା କାହାକୁ ଉପେକ୍ଷା କର ନାହିଁ।


ଏବେ ମଧ୍ୟ ତୁମ୍ଭେମାନେ ଜାଗତିକ ଲୋକମାନଙ୍କ ପରି ଜୀବନ ଯାପନ କରୁଛ। ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଏବଂ ପରସ୍ପର ମଧ୍ୟରେ କଳହ ଲାଗି ରହିଛି; ଏଥିରୁ କ’ଣ ତୁମ୍ଭେମାନେ ଶାରୀରିକ ଓ ଜାଗତିକ ବୋଲି ପ୍ରମାଣିତ ହେଉ ନାହଁ?


ହେ ଭାଇମାନେ, ତୁମ୍ଭମାନଙ୍କୁ କହି ରଖୁଛି, ମୁଁ ଯେଉଁ ସୁସମାଚାର ପ୍ରଚାର କରେ, ତାହା ମନୁଷ୍ୟଠାରୁ ଉତ୍ପନ୍ନ ନୁହେଁ।


Swiv nou:

Piblisite


Piblisite