Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 4:3 - ପବିତ୍ର ବାଇବଲ (CL) NT (BSI)

3 ଏ ବିଷୟରେ ତୁମ ଦ୍ୱାରା କିମ୍ବ ଯେକୌଣସି ମାନବିମ ବିଚାରାଳୟ ଦ୍ୱାରା ବିଚାରିତ ହେବା ପାଇଁ ମୁଁ ଚିନ୍ତିତ ନୁହେଁ, ଏପରି କି ମୁଁ ନିଜେ ମଧ୍ୟ ନିଜର ବିଚାର କରୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ତୁମ୍ଭମାନଙ୍କ ଦ୍ଵାରା କିମ୍ଵା କୌଣସି ଲୌକିକ ବିଚାରସଭା ଦ୍ଵାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

3 କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋ' ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେମାନେ ଯଦି ମୋର ବିଗ୍ଭର କର କିଅବା କୌଣସି ଅଦାଲତ, ଯଦି ମୋର ବିଗ୍ଭର କରେ, ତେବେ ମୁଁ ତାହାକୁ ଆଦୌ ଖାତିରି କରେ ନାହିଁ। ଏପରି କି ମୋ’ ନିଜର ବିଗ୍ଭର ମଧ୍ୟ ମୁଁ କରେ ନାହିଁ।

Gade chapit la Kopi




୧ କରିନ୍ଥୀୟ 4:3
6 Referans Kwoze  

ଆଧ୍ୟାତ୍ମିକମନା ବ୍ୟକ୍ତି ସବୁ ବିଷୟର ପ୍ରକୃତ ମୂଲ୍ୟ ବୁଝିପାରେ; କିନ୍ତୁ ସେ ନିଜେ କାହା ଦ୍ୱାରା ବିଚାରିତ ହୋଇପାରେ ନାହିଁ।


ବାହ୍ୟ ବିଷୟକୁ ମାନଦଣ୍ଡ କରି ବିଚାର କର ନାହିଁ; ପ୍ରକୃତ ମାନଦଣ୍ଡ ଦ୍ୱାରା ବିଚାର କର।”


କିନ୍ତୁ “ଖ୍ରୀଷ୍ଟଙ୍କ ଦିବସରେ” ପ୍ରତ୍ୟେକର କାର୍ଯ୍ୟ ପ୍ରକାଶିତ ହେବ। ସେହି ଦିନ ଅଗ୍ନି ଦ୍ୱାରା ପ୍ରତ୍ୟେକର କାର୍ଯ୍ୟ ପରୀକ୍ଷା କରାଯାଇ ମାନ ନିରୂପଣ କରାଯିବ।


ଏହିପରି ଦାୟିତ୍ୱ ଗ୍ରହଣ କରିଥିବା ବ୍ୟକ୍ତି ନିଜ ପ୍ରଭୁଙ୍କ ପ୍ରତି ବିଶ୍ୱସ୍ତ ହେବା ଏକାନ୍ତ ଆବଶ୍ୟକ।


ମୋ’ ବିରୁଦ୍ଧରେ କୌଣସି ବିଷୟ ଥିବା କଥା ମୁଁ ଜାଣେ ନାହିଁ। ଅବଶ୍ୟ ଏହାର ଅର୍ଥ ନୁହେଁ ଯେ ମୁଁ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ। କିନ୍ତୁ ପ୍ରଭୁ ନିଜେ ମୋର ବିଚାରକର୍ତ୍ତା।


Swiv nou:

Piblisite


Piblisite