Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:1 - ପବିତ୍ର ବାଇବଲ (CL) NT (BSI)

1 ତୁମ୍ଭମାନଙ୍କ ମଧ୍ୟରୁ ଜଣକ ବିରୁଦ୍ଧରେ ଯଦି କାହାର କୌଣସି ଅଭିଯୋଗ ଥାଏ, ତେବେ ସେ ଖ୍ରୀଷ୍ଟୀୟ ମଣ୍ଡଳୀ ନିକଟକୁ ଯିବା ପାଇଁ କିପରି ସାହସ କରୁଛ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?

Gade chapit la Kopi

ଓଡିଆ ବାଇବେଲ

1 ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?

Gade chapit la Kopi

ପବିତ୍ର ବାଇବଲ

1 ଯେତେବେଳେ ତୁମ୍ଭର ଅନ୍ୟ ଖ୍ରୀଷ୍ଟ ବିଶ୍ୱାସୀ ବିରୁଦ୍ଧରେ ଅଭିଯୋଗ ଥାଏ, ସେତେବେଳେ ତୁମ୍ଭେମାନେ କାହିଁକି ବିଗ୍ଭରାଳୟର ବିଗ୍ଭରପତି ନିକଟକୁ ଯାଅ? ପରମେଶ୍ୱରଙ୍କ ଦୃଷ୍ଟିରେ ସେମାନେ ଧାର୍ମିକ ନୁହନ୍ତି। ତେଣୁ ସୁବିଗ୍ଭର ନିମନ୍ତେ ପରମେଶ୍ୱରଙ୍କ ଲୋକ ନିକଟକୁ ନ ଯାଇ ବିଜାତୀୟ ଲୋକ ପାଖକୁ ଯିବାକୁ ଲଜ୍ଜାବୋଧ ହୁଏ ନାହିଁ କି?

Gade chapit la Kopi




୧ କରିନ୍ଥୀୟ 6:1
11 Referans Kwoze  

ଯଦି ଦୀମିତ୍ରୀୟ ଓ ତା’ର କାରିଗରମାନଙ୍କର କାହା ବିରୁଦ୍ଧରେ କୌଣସି ଅଭିଯୋଗ ଅଛି, ତା’ ବିଚାର କରିବାକୁ ଆମ କର୍ତ୍ତୃପକ୍ଷମାନେ ଅଛନ୍ତି ଓ ବିଚାରାଳୟର ନିର୍ଦ୍ଦିଷ୍ଟ ଦିନ ସବୁ ରହିଛି। ସେଠାରେ ସେହି ଅଭିଯୋଗ ଉପସ୍ଥାପିତ କରାଯାଇପାରିବ।


କାରଣ ଈଶ୍ୱର ବିଶୃଙ୍ଖଳତାର ସ୍ରଷ୍ଟା ନୁହନ୍ତି - ସେ ଶାନ୍ତିପ୍ରିୟ ଈଶ୍ୱର। ଈଶ୍ୱରଙ୍କ ଅନ୍ୟାନ୍ୟ ଉପାସକ ମଣ୍ଡଳୀରେ ଯେପରି,


ଯିହୁଦାରେ ଥିବା ମଣ୍ଡଳୀସ୍ଥ ବିଶ୍ୱାସୀମାନଙ୍କ ପାଇଁ ଅର୍ଥ ସାହାଯ୍ୟ ଦେବା ବିଷୟରେ ମୋର ମତାମତ:- ମୁଁ ଗାଲାତୀୟ ମଣ୍ଡଳୀକୁ ଯାହା କରିବାକୁ ନିର୍ଦ୍ଦେଶ ଦେଇଛି, ତାହା ଦୃଢ଼ ଭାବରେ ପାଳନ କର।


ତୁମ୍ଭେମାନେ ସ୍ତିଫାନା ଓ ତାଙ୍କ ପରିବାର ବିଷୟ ଜାଣ। ସେମାନେ ଆଖାୟାର ପ୍ରଥମ ଖ୍ରୀଷ୍ଟିୟାନ। ସେମାନେ ଈଶ୍ୱରଙ୍କ ଲୋକମାନଙ୍କ ସେବାରେ ନିଜକୁ ସମର୍ପଣ କରି ଦେଇଛନ୍ତି। ଭାଇମାନେ; ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି,


କରିନ୍ଥ ନଗରସ୍ଥ ଈଶ୍ୱରଙ୍କ ମଣ୍ଡଳୀକୁ ଏ ପତ୍ର ଲେଖୁଛନ୍ତି:- ଯେଉଁମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ଓ ଯୀଶୁ ଖ୍ରୀଷ୍ଟଙ୍କ ସହ ମିଳିତ ହେବା ଦ୍ୱାରା ଈଶ୍ୱରଙ୍କ ହୋଇ ଅଛନ୍ତି ଏବଂ ସର୍ବତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଉପାସନା କରୁଛନ୍ତି:


ଏହା କଲେ ଈଶ୍ୱରଙ୍କ ସନ୍ତାନ ବୋଲି ପରିଚିତ ହେବ। କାରଣ ଈଶ୍ୱର ଉତ୍ତମ ଓ ଅଧମ, ଉଭୟ ପ୍ରକାର ଲୋକଙ୍କୁ ସୂର୍ଯ୍ୟ କିରଣ ଦିଅନ୍ତି ଏବଂ ସତ୍କର୍ମ ଓ ଦୁଷ୍କର୍ମକାରୀ ସମସ୍ତଙ୍କୁ ବର୍ଷା ଯୋଗାଇ ଦିଅନ୍ତି।


ତାହାର ଲୋକମାନଙ୍କ ବିଚାର କରିବାକୁ ମୁଁ କିଏ? ଈଶ୍ୱର ସେମାନଙ୍କର ବିଚାର କରିବେ।


ଏଥିପାଇଁ ତୁମ୍ଭେମାନେ ଲଜ୍ଜିତ ହେବା ଉଚିତ୍। ଖ୍ରୀଷ୍ଟବିଶ୍ୱାସୀ ଭାଇ ମଧ୍ୟରେ ଉପୁଜିଥିବା ବିବାଦର ନିଷ୍ପତ୍ତି କରିବାକୁ ନିଶ୍ଚୟ ତୁମ ମଣ୍ଡଳୀରେ କେହି ନା କେହି ଜଣେ ବିଜ୍ଞ ବ୍ୟକ୍ତି ଅଛନ୍ତି।


Swiv nou:

Piblisite


Piblisite