Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:2 - ପବିତ୍ର ବାଇବଲ (CL) NT (BSI)

2 ଈଶ୍ୱରଙ୍କ ଲୋକମାନେ ଜଗତର ବିଚାର କରିବେ ବୋଲି କ’ଣ ଜାଣ ନାହିଁ? ତୁମେ ଯଦି ଜଗତର ବିଚାର କରିପାର, ତେବେ ଏହି ସାମାନ୍ୟ ବିଷୟଗୁଡ଼ିକର କ’ଣ ମୀମାଂସା କରି ପାରିବ ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ଵାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?

Gade chapit la Kopi

ଓଡିଆ ବାଇବେଲ

2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେମାନେ ଅବଶ୍ୟ ଜାଣିଛ ଯେ ପରମେଶ୍ୱରଙ୍କର ଲୋକମାନେ ଜଗତର ବିଗ୍ଭର କରିବେ। ଅତଏବ, ଯଦି ତୁମ୍ଭେମାନେ ଜଗତର ବିଗ୍ଭର କରିବ, ତା'ହେଲେ ଏହିଭଳି ଛୋଟ ଛୋଟ କଥାଗୁଡ଼ିକର ବିଗ୍ଭର କ’ଣ ତୁମ୍ଭେମାନେ କରି ପାରିବ ନାହିଁ?

Gade chapit la Kopi




୧ କରିନ୍ଥୀୟ 6:2
18 Referans Kwoze  

ଯୀଶୁ ଉତ୍ତର ଦେଲେ, “ଏକଥା ନିଶ୍ଚିତ ବୋଲି ଜାଣିବ, ନୂତନ ଯୁଗରେ ଯେତେବେଳେ ମନୁଷ୍ୟପୁତ୍ର ତାଙ୍କର ଗୌରବୋଜ୍ଜ୍ୱଳ ସିଂହାସନରେ ବସିବେ, ସେତେବେଳେ ମୋର ଏହି ବାର ଶିଷ୍ୟ ମଧ୍ୟ ବାରଟି ସିଂହାସନରେ ବସି ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ରାଜତ୍ୱ କରିବେ।


ମୋ’ ରାଜ୍ୟରେ ତୁମ୍ଭେମାନେ ମୋର ମେଜରେ ଭୋଜନ ପାନ କରିବ ଓ ତୁମ୍ଭେମାନେ ଇଶ୍ରାୟେଲର ବାର ଗୋଷ୍ଠୀ ଉପରେ ଶାସନ କରିବା ପାଇଁ ସିଂହାସନରେ ବସିବ।


ତା’ପରେ ମୁଁ ଦେଖିଲି, କେତେକ ସିଂହାସନ ଓ ସେଗୁଡ଼ିକରେ ଉପବିଷ୍ଟ ବ୍ୟକ୍ତିମାନଙ୍କୁ ବିଚାର କରିବାର କ୍ଷମତା ଦିଆଯାଇଛି। ଆଉ ମଧ୍ୟ ମୁଁ ଦେଖିଲି, କେତେକ ମୃତ ବ୍ୟକ୍ତିଙ୍କର ଆତ୍ମା। ଯୀଶୁ ପ୍ରକାଶ କରିଥିବା ସତ୍ୟ ଓ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିଥିବାରୁ ସେହି ବ୍ୟକ୍ତିମାନେ ମୃତ୍ୟୁଦଣ୍ଡ ପାଇଥିଲେ। ସେମାନେ ପଶୁ କିମ୍ବା ତା’ର ପ୍ରତିମୂର୍ତ୍ତିକୁ ପୂଜା କରି ନ ଥିଲେ, କିମ୍ବା କପାଳ ଓ ହାତରେ ପଶୁର ଚିହ୍ନ ଧାରଣ କରି ନ ଥିଲେ। ଖ୍ରୀଷ୍ଟଙ୍କ ସଙ୍ଗରେ ଏକ ସହସ୍ର ବର୍ଷ ରାଜତ୍ୱ କରିବା ପାଇଁ ସେମାନେ ପୁନର୍ଜୀବିତ ହୋଇଥିଲେ।


ମଁ ଯେପରି ବିଜୟୀ ହୋଇ ମୋ’ ପିତାଙ୍କ ସହିତ ତାଙ୍କ ସିଂହାସନରେ ବସିଅଛି, ଯେଉଁମାନେ ଜୟ କରିବେ, ସେ ସମସ୍ତଙ୍କୁ ମୁଁ ଠିକ୍ ସେହିପରି ମୋର ସିଂହାସନରେ ମୋ’ ପାଖରେ ବସିବାର ଅଧିକାର ଦେବି।


ଆମର ଦୃଷ୍ଟି ଦୃଶ୍ୟମାନ କୌଣସି ବସ୍ତୁ ଉପରେ ନୁହେଁ, ମାତ୍ର ଅଦୃଶ୍ୟ ବସ୍ତୁ ଉପରେ ନିବନ୍ଧ, କାରଣ ଦୃଶ୍ୟମାନ ସବୁ କିଛି କ୍ଷଣସ୍ଥାୟୀ, କିନ୍ତୁ ଯାହା ଅଦୃଶ୍ୟ, ତାହା ଚିରସ୍ଥାୟୀ।


ଏହିସବୁ ସାଧାରଣ ବିଷୟର ସମାଧାନ ପାଇଁ କାହିଁକି ଖ୍ରୀଷ୍ଟୀୟ ମଣ୍ଡଳୀ ଦୃଷ୍ଟିରେ ଯେଉଁମାନେ ସମ୍ମାନାସ୍ପଦ ନୁହନ୍ତି, ସେହିଭଳି ଇତର ଲୋକମାନଙ୍କ ନିକଟକୁ ଯାଉଛ?


ଏହିପରି ଭାବେ ସେ ତୁମ୍ଭମାନଙ୍କୁ ବଳିଷ୍ଠ କରିବେ। ତାହାହେଲେ, ଆମ ପ୍ରଭୁ ଯୀଶୁ ଯେତେବେଳେ ସ୍ୱର୍ଗଦୂତମାନଙ୍କ ଗହଣରେ ଫେରି ଆସିବେ, ସେତେବେଳେ ତୁମ୍ଭେମାନେ ପିତା ଈଶ୍ୱରଙ୍କ ସମ୍ମୁଖରେ ସିଦ୍ଧ ଓ ପବିତ୍ର ହୋଇପାରିଥିବ।


ତୁମ୍ଭେମାନେ ଅବଶ୍ୟ ଜାଣିଛ, ଯଦି ତୁମେ କାହାର ବଶ୍ୟତା ସ୍ୱୀକାର କରି ତାହାର ସମ୍ପୂର୍ଣ୍ଣ ଆଜ୍ଞାଧୀନ ହୁଅ, ତେବେ ତୁମେ ତା’ର ଦାସ। ଯଦି ପାପର ଦାସ ହୁଅ, ଏହାର ପରିଣାମ ହେବ ମୃତ୍ୟୁ; ଯଦି ଧାର୍ମିକତାର ଅନୁବର୍ତ୍ତୀ ହୁଅ, ତେବେ ଜୀବନ ପାଇବ।


ତେଣୁ ଏ ଯୁଗର ଜ୍ଞାନୀ, ପଣ୍ଡିତ କିମ୍ବା ତାର୍କିକମାନଙ୍କର ସ୍ଥାନ କେଉଁଠାରେ? ଏହି ଜଗତର ଜ୍ଞାନକୁ ମୂର୍ଖତା ବୋଲି ଈଶ୍ୱର ପ୍ରକାଶ କରି ନାହାନ୍ତି କି?


ଈଶ୍ୱର ତାଙ୍କ ମହାଜ୍ଞାନରେ ସ୍ଥିର କରିଥିଲେ ଯେ ମନୁଷ୍ୟ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ଜାଣିପାରିବ ନାହିଁ। ଅନ୍ୟ ପକ୍ଷରେ, ଆମେ ପ୍ରଚାର କରୁଥିବା ତଥାକଥିତ ନିର୍ବୋଧ ସୁସମାଚାରରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ ଉଦ୍ଧାର କରିବା ପାଇଁ ଈଶ୍ୱର ମନସ୍ଥ କରିଛନ୍ତି।


Swiv nou:

Piblisite


Piblisite