Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 6:3 - ପବିତ୍ର ବାଇବଲ (CL) NT (BSI)

3 ଆମେ ସ୍ୱର୍ଗଦୂତମାନଙ୍କର ମଧ୍ୟ ବିଚାର କରିବା, ଏହା କ’ଣ ଜାଣ ନାହିଁ? ତେବେ ଜାଗତିକ ମାମଲାଗୁଡ଼ିକର ମୀମାଂସା କରିବା, ଆମ ପକ୍ଷରେ ଅଧିକ ସହଜ ହେବ ନାହିଁ କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?

Gade chapit la Kopi

ଓଡିଆ ବାଇବେଲ

3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?

Gade chapit la Kopi

ପବିତ୍ର ବାଇବଲ

3 ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ, ଭବିଷ୍ୟତରେ ଆମ୍ଭେ ସ୍ୱର୍ଗଦୂତମାନଙ୍କର ମଧ୍ୟ ବିଗ୍ଭର କରିବା। ତା'ହେଲେ ନିଶ୍ଚିତରେ ତୁମ୍ଭେମାନେ ଏହି ଜାଗତିକି ବିଷୟ ଗୁଡ଼ିକର ବିଗ୍ଭର କରି ପାରିବ।

Gade chapit la Kopi




୧ କରିନ୍ଥୀୟ 6:3
14 Referans Kwoze  

ଯେଉଁ ସ୍ୱର୍ଗଦୂତମାନେ ନିଜ କ୍ଷମତାର ପରିସର ଭିତରେ ନ ରହ ସେମାନଙ୍କ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କ କଥା ସ୍ମରଣ କର। ମହାବିଚାର ଦିନରେ ସମୁଚି ଦଣ୍ଡ ପାଇବା ନିମନ୍ତେ ଈଶ୍ୱର ସେମାନଙ୍କୁ ଅଧଃଲୋକର ଅନ୍ଧକାରରେ ଚରିଦିନ ପାଇଁ ଶୃଙ୍ଖଳବଦ୍ଧ କରି ରଖିଛନ୍ତି।


“ତା’ପରେ ବାମ ପାଶ୍ୱର୍ରେ ଥିବା ଲୋକମାନଙ୍କୁ ସେ କହିବେ, ‘ଆରେ ଅଭିଶପ୍ତଦଳ! ମୋ’ ସମ୍ମୁଖରୁ ଦୂର ହୁଅ। ଶୟତାନ ଓ ତା’ର ଅନୁଚରମାନଙ୍କ ପାଇଁ ଯେଉଁ ଚିର ଜ୍ୱଳନ୍ତ ଅଗ୍ନି ପ୍ରସ୍ତୁତ ହୋଇ ରହିଛି, ସେଠାକୁ ଯାଅ।


ଏହିସବୁ ସାଧାରଣ ବିଷୟର ସମାଧାନ ପାଇଁ କାହିଁକି ଖ୍ରୀଷ୍ଟୀୟ ମଣ୍ଡଳୀ ଦୃଷ୍ଟିରେ ଯେଉଁମାନେ ସମ୍ମାନାସ୍ପଦ ନୁହନ୍ତି, ସେହିଭଳି ଇତର ଲୋକମାନଙ୍କ ନିକଟକୁ ଯାଉଛ?


ଯେଉଁମାନେ ବାର୍ତ୍ତା ଶୁଣନ୍ତି, କିନ୍ତୁ ସାଂସାରିକ ଚିନ୍ତା, ଧନ ସମ୍ପତ୍ତି ଓ ଭୋଗ ବିଳାସରେ ମଜ୍ଜି ରହନ୍ତି, ସେମାନେ କଣ୍ଟା ବୁଦାରେ ପଡ଼ିଥିବା ବିହନ ପରି। ସେସବୁ ସେମାନଙ୍କ ଜୀବନକୁ ଗ୍ରାସି ପକାଏ ଏବଂ ସେମାନେ ପରିପକ୍ୱ ଫଳ ଉତ୍ପନ୍ନ କରି ପାରନ୍ତି ନାହିଁ।


“ତୁମ୍ଭେମାନେ ସତର୍କ ଥାଅ। ଅତି ମାତ୍ରାରେ ଆନନ୍ଦ ଉତ୍ସବ ଓ ମଦ୍ୟ ପାନରେ ନିମଜ୍ଜିତ ହୁଅ ନାହିଁ, କିଅବା ଜୀବନରେ ନାନା ଚିନ୍ତାରେ ଭାରଗ୍ରସ୍ତ ହୁଅ ନାହିଁ, କାରଣ ସେହି ଅନ୍ତିମ ଦିନଟି


ଦୀମା ସାଂସାରିକ ମୋହମାୟାରେ ପଡ଼ି ମୋତେ ପରିତ୍ୟାଗ କରିଛି। ସେ ବର୍ତ୍ତମାନ ଥେସଲନିକାରେ। କ୍ରେସ୍କେନ୍ସ ଗାଲାତିଆକୁ ଓ ତୀତସ ଡଲମାତିଆକୁ ଚାଲିଯାଇଛନ୍ତି।


ଯୁଦ୍ଧ ଅଭିଯାନରେ ନିବିଷ୍ଟ ଥିବାବେଳେ ସୈନିକ କେବଳ ତା’ର ସେନାପତିଙ୍କୁ ସନ୍ତୁଷ୍ଟ କରିବା ପାଇଁ ତତ୍ପର ଥାଏ। ସେତେବେଳେ ସେ କୌଣସି ବେସାମରିକ କାର୍ଯ୍ୟରେ ମନ ଦିଏ ନାହିଁ।


ଈଶ୍ୱର ପାପାଚାରୀ ଦୂତମାନଙ୍କୁ କ୍ଷମା ନ ଦେଇ ନରକରେ ନିକ୍ଷେପ କରିଥିଲେ। ସେଠାରେ ସେମାନେ ମହାବିଚାରଦିନ ପର୍ଯ୍ୟନ୍ତ ଅ୍ଧାକାରରେ ଶୃଙ୍ଖଳବଦ୍ଧ ହୋଇ ରହିଛନ୍ତି।


ତୁମ୍ଭେମାନେ ଅବଶ୍ୟ ଜାଣିଛ, ଯଦି ତୁମେ କାହାର ବଶ୍ୟତା ସ୍ୱୀକାର କରି ତାହାର ସମ୍ପୂର୍ଣ୍ଣ ଆଜ୍ଞାଧୀନ ହୁଅ, ତେବେ ତୁମେ ତା’ର ଦାସ। ଯଦି ପାପର ଦାସ ହୁଅ, ଏହାର ପରିଣାମ ହେବ ମୃତ୍ୟୁ; ଯଦି ଧାର୍ମିକତାର ଅନୁବର୍ତ୍ତୀ ହୁଅ, ତେବେ ଜୀବନ ପାଇବ।


ତୁମ୍ଭମାନଙ୍କର ଶରୀର ଖ୍ରୀଷ୍ଟଙ୍କ ଶରୀରର ଅଂଶ ସ୍ୱରୂପ ବୋଲି କ’ଣ ଜାଣ ନାହିଁ? ତେବେ କ’ଣ ମୁଁ ଖ୍ରୀଷ୍ଟଙ୍କ ଶରୀରର ଏକ ଅଂଶକୁ ଗଣିକାର ଅଙ୍ଗରେ ପରିଣତ କରିବି? କେବେ ନୁହେଁ।


ତୁମେ ବୋଧହୁଏ ଜାଣ ନାହିଁ, ଯିଏ ଗଣିକା ସହିତ ମିଳିତ ହୁଏ, ସେ ତା’ ସହିତ ଶାରୀରିକଭାବେ ଏକାଙ୍ଗ ହୋଇଯାଏ? ଶାସ୍ତ୍ରରେ ସ୍ପଷ୍ଟ ଭାବରେ ଉଲ୍ଲେଖ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”


ତୁମ୍ଭେମାନେ କ’ଣ ଜାଣ ନାହିଁ ଯେ ତୁମ୍ଭମାନଙ୍କର ଶରୀର ଈଶ୍ୱରଙ୍କଠାରୁ ପ୍ରାପ୍ତ ଅନ୍ତର୍ବାସୀ ପବିତ୍ରଆତ୍ମାଙ୍କ ମନ୍ଦିର? ତୁମେ ଆଉ ତୁମର ହୋଇ ନାହଁ, ମାତ୍ର ଈଶ୍ୱରଙ୍କର।


Swiv nou:

Piblisite


Piblisite