Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 8:2 - ପବିତ୍ର ବାଇବଲ (CL) NT (BSI)

2 ଯଦି କେହି କୁହେ ଯେ, ସେ କିଛି ଜାଣେ, ବାସ୍ତବରେ ଯାହା ଜାଣିବା ଦରକାର, ତାହା ସେ ଜାଣେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;

Gade chapit la Kopi

ଓଡିଆ ବାଇବେଲ

2 ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ‍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;

Gade chapit la Kopi

ପବିତ୍ର ବାଇବଲ

2 କିନ୍ତୁ ପ୍ରେମ ଅନ୍ୟମାନଙ୍କୁ ବଳିଷ୍ଠ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ କରେ। ଯଦି କିଏ ଭାବେ ଯେ, ସେ କିଛି ଜାଣେ ତା'ହେଲେ ସେ ଯେ ମୂର୍ଖ ଏହା ଜାଣି ରଖିବା ଉଚିତ୍।

Gade chapit la Kopi




୧ କରିନ୍ଥୀୟ 8:2
9 Referans Kwoze  

ବର୍ତ୍ତମାନ ଆମେ ଯାହା ଦେଖୁଛୁ, ତାହା ଦର୍ପଣରେ ଦେଖାଯାଉଥିବା ଅସ୍ପଷ୍ଟ ପ୍ରତିବିମ୍ବ ପରି। କିନ୍ତୁ ଦିନ ଆସିବ, ଯେତେବେଳେ ତାହା ଆମେ ମୁହାଁମୁହିଁ ହୋଇ ଦେଖିବା। ବର୍ତ୍ତମାନ ମୁଁ ଯାହା ଜାଣୁଛି, ତାହା କେବଳ ଆଂଶିକ। ଈଶ୍ୱର ମୋତେ ସମ୍ପୂର୍ଣ୍ଣଭାବେ ଜାଣିଲା ପରି ସେତେବେଳେ ମୋର ଜ୍ଞାନ ମଧ୍ୟ ସମ୍ପୂର୍ଣ୍ଣ ହେବ।


କେହି ନିଜକୁ ପ୍ରବଞ୍ଚନା ନ କରୁ। ତୁମ୍ଭମାନଙ୍କ ମଧ୍ୟରେ କେହି ଯଦି ନିଜକୁ ଜାଗତିକ ବିଷୟରେ ଜ୍ଞାନୀ ବୋଲି ଭାବେ, ପ୍ରକୃତ ଜ୍ଞାନ ଅର୍ଜନ ନିମନ୍ତେ ତାକୁ ଅଜ୍ଞ ହେବାକୁ ପଡ଼ିବ,


ନଗଣ୍ୟ ହୋଇ ଯେ ନିଜକୁ ବିଶିଷ୍ଟ ବୋଲି ଭାବେ, ସେ ନିଜକୁ କେବଳ ପ୍ରତାରଣା କରେ।


ଭାଇମାନେ, ଏ ସମ୍ପର୍କରେ ଗୋଟିଏ ଗୁପ୍ତ ସତ୍ୟ ପ୍ରକାଶ କରୁଛି। ତା’ ଶୁରିଲେ, ତୁମ୍ଭେମାନେ ନିଜକୁ ଆଉ ଜ୍ଞାନୀ ବୋଲି ଭାବି ପାରିବ ନାହିଁ। ଇଶ୍ରାଏଲୀୟମାନଙ୍କ ଅବାଧ୍ୟତା ଚିରସ୍ଥାୟୀ ହୋଇ ରହିବ ନାହିଁ। ଅଣଇହୁଦୀମାନେ ସମସ୍ତେ ଈଶ୍ୱରଙ୍କ ନିକଟକୁ ଆସିବା ପର୍ଯ୍ୟନ୍ତ ସେମାନେ ସେପରି ରହିବେ।


Swiv nou:

Piblisite


Piblisite