Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:2 - ପବିତ୍ର ବାଇବଲ (CL) NT (BSI)

2 ଅନ୍ୟମାନେ ମୋତେ ପ୍ରେରିତ ଶିଷ୍ୟ ବୋଲି ଗ୍ରହଣ ନ କଲେ ମଧ୍ୟ ତୁମ୍ଭେମାନେ ଗ୍ରହଣ କରିଛ, କାରଣ ପ୍ରଭୁଙ୍କ ସହିତ ତୁମ ଜୀବନର ମିଳନ ହେତୁ ମୋ’ ପ୍ରେରିତ ଶିଷ୍ୟତ୍ୱର ପ୍ରମାଣ ତୁମେ ପାଇଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ଵରୂପ।

Gade chapit la Kopi

ଓଡିଆ ବାଇବେଲ

2 ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ।

Gade chapit la Kopi

ପବିତ୍ର ବାଇବଲ

2 ଅନ୍ୟମାନେ ମୋତେ ପ୍ରେରିତ ବୋଲି ଗ୍ରହଣ ନ କରି ପାରନ୍ତି, କିନ୍ତୁ ତୁମ୍ଭେମାନେ ମୋତେ ପ୍ରେରିତ ବୋଲି ନିଶ୍ଚିତ ଭାବରେ ଗ୍ରହଣ କରୁଛ। ମୁଁ ଯେ ପ୍ରଭୁଙ୍କର ଜଣେ ପ୍ରେରିତ, ତୁମ୍ଭେମାନେ ଏଥିର ପ୍ରମାଣ ଅଟ।

Gade chapit la Kopi




୧ କରିନ୍ଥୀୟ 9:2
6 Referans Kwoze  

ତୁମ୍ଭମାନଙ୍କ ମଧ୍ୟରେ ଧୈର୍ଯ୍ୟର ସହ ଅନେକ ଅଲୌକିକ କାର୍ଯ୍ୟ ସାଧନ କରି ଅନେକ ଅଦ୍ଭୁତ ବିଷୟ ଦ୍ୱାରା ମୁଁ ଯେ ପ୍ରକୃତରେ ଜଣେ ପ୍ରେରିତ ଶିଷ୍ୟ, ଏହାର ନିଦର୍ଶନ ଦେଇଛି।


ଯେଉଁ ଖାଦ୍ୟ କ୍ଷୟ ହୁଏ, ତା’ ପାଇଁ ଏତେ ପରିଶ୍ରମ କର ନାହିଁ। ବରଂ ଯେଉଁ ଅକ୍ଷୟ ଖାଦ୍ୟ ଅନନ୍ତ ଜୀବନ ପ୍ରଦାନ କରେ, ସେଥିପାଇଁ ପରିଶ୍ରମ କର। ଏହି ଖାଦ୍ୟ ମନୁଷ୍ୟପୁତ୍ର ଦିଅନ୍ତି, କାରଣ ପିତା ଈଶ୍ୱର ସେଥିପାଇଁ ତାଙ୍କୁ ଅଧିକାର ଦେଇଛନ୍ତି।”


ଯେ କେହି ତାଙ୍କ ବାର୍ତ୍ତା ଗ୍ରହଣ କରେ, ସେ ଈଶ୍ୱରଙ୍କୁ ସତ୍ୟର ସ୍ୱରୂପ ବୋଲି ସ୍ୱୀକାର କରେ।


ପ୍ରେରିତ ଶିଷ୍ୟ କାର୍ଯ୍ୟ କରିବ, ତାହା ଆମ୍ଭମାନଙ୍କୁ ଜଣାଅ।”


ସମାଲୋଚକମାନଙ୍କୁ ମୁଁ ଏହିପରି ଉତ୍ତର ଦେଇଥାଏ।


Swiv nou:

Piblisite


Piblisite