Biblia Todo Logo
Bib sou entènèt

- Piblisite -




୧ କରିନ୍ଥୀୟ 9:4 - ପବିତ୍ର ବାଇବଲ (CL) NT (BSI)

4 ମୋର କାର୍ଯ୍ୟ ପାଇଁ ଖାଦ୍ୟ ଓ ପାନୀୟ ଗ୍ରହଣ କରିବାର ଅଧିକର କ’ଣ ମୋର ନାହିଁ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?

Gade chapit la Kopi

ଓଡିଆ ବାଇବେଲ

4 ଭୋଜନପାନ କରିବାକୁ କ'ଣ ଆମ୍ଭମାନଙ୍କର ଅଧିକାର ନାହିଁ ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଭୋଜନପାନ କରିବାକୁ କଅଣ ଆମ୍ଭମାନଙ୍କର ଅଧିକାର ନାହିଁ?

Gade chapit la Kopi

ପବିତ୍ର ବାଇବଲ

4 ଆମ୍ଭର ଖାଇବା ଓ ପିଇବା ପାଇଁ କ’ଣ ଅଧିକାର ନାହିଁ?

Gade chapit la Kopi




୧ କରିନ୍ଥୀୟ 9:4
11 Referans Kwoze  

ତୁମ୍ଭମାନଙ୍କଠାରୁ କିମ୍ବା ଅନ୍ୟ କାହାରିଠାରୁ ପ୍ରଶଂସା ପାଇଁ ଆମେ ଚେଷ୍ଟା କରି ନ ଥିଲୁ,


ସେମାନେ ଭୋଜନ ପାନ ନିମନ୍ତେ ଯାହା ଦିଅନ୍ତି, ତାହା ଗ୍ରହଣ କରି ସେହି ଗୃହରେ ବାସ କର, କାରଣ ଶ୍ରମିକ ମଜୁରୀ ପାଇବାର ଯୋଗ୍ୟ। ଗୋଟିଏ ଗୃହରୁ ଆଉ ଗୋଟିଏ ଗୃହକୁ ଘୂରିବୁଲ ନାହିଁ।


ଭାଇମାନେ, ତୁମ୍ଭମାନଙ୍କର ନିଶ୍ଚୟ ସ୍ମରଣ ଥିବ, ଆମେ କିପରି ବହୁ ଶ୍ରମ ସ୍ୱୀକାର କରି କାର୍ଯ୍ୟ କରୁଥିଲୁ; କିପରି ତୁମ୍ଭମାନଙ୍କ ନିକଟରେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ସମୟରେ ତୁମ ଉପରେ ବୋଝ ନ ହେବା ପାଇଁ ଆମେ ଦିବାନିଶି କଠୋର ପରିଶ୍ରମ କରିଥିଲୁ।


ଖ୍ରୀଷ୍ଟୀୟ ସୁସମାଚାର ଶିକ୍ଷା କରିବା ବେଳେ ଶିକ୍ଷାଦାତା ଗୁରୁଙ୍କୁ ନିଜେ ଉପଭୋଗ କରୁଥିବା ସମସ୍ତ ଉତ୍ତମ ବିଷୟର ଅଂଶୀ କରାଇବା ଉଚିତ।


କିମ୍ବା ଭିଷା ଥଳି ଧରି ବୁଲ ନାହିଁ। ଖଣ୍ଡେ ଅଧିକ ପୋଷାକ, ଜୋତା ବା ବାଡ଼ି ମଧ୍ୟ ନିଅ ନାହିଁ। କର୍ମୀ ତା’ର ପ୍ରାପ୍ୟ ପାଇବା ପାଇଁ ହକ୍‌ଦାର୍।


ମୁଁ କାହାରି ରୂପା, ସୁନା କିମ୍ବା ବସ୍ତ୍ର ପାଇବାକୁ ଆଶା କରି ନାହିଁ।


ସମାଲୋଚକମାନଙ୍କୁ ମୁଁ ଏହିପରି ଉତ୍ତର ଦେଇଥାଏ।


Swiv nou:

Piblisite


Piblisite