୧ ଯୋହନ 2:16 - ପବିତ୍ର ବାଇବଲ (CL) NT (BSI)16 ଏହି ଜଗତର ଯେଉଁସବୁ ଶାରୀରିକ ବିଷୟ ଉପଭୋଗ କରିବାକୁ ମନୁଷ୍ୟ ଲାଳାୟିତ, ଲୋକେ ଯେଉଁ ସବୁ ସୁଦୃଶ୍ୟ ବିଷୟ ନେଇ ଲୋକେ ଗର୍ବ କରନ୍ତି, ତାହା ସବୁ ପରମ ପିତାଙ୍କର ଦାନ ନୁହେଁ- ସେ ସବୁ କେବଳ ଏହି ଜଗତର ସମ୍ପଦ। Gade chapit laପବିତ୍ର ବାଇବଲ (Re-edited) - (BSI)16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହିସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। Gade chapit laଓଡିଆ ବାଇବେଲ16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ। Gade chapit laପବିତ୍ର ବାଇବଲ16 ସଂସାରର ଏହି ବିଷୟ ଗୁଡ଼ିକ ମନ୍ଦ ଅଟେ। ଯଥା: ଆମ୍ଭର ପାପ ପ୍ରକୃତିକୁ ତୁଷ୍ଟ କରିବାକୁ ବିଭିନ୍ନ ଆକର୍ଷଣୀୟ ବିଷୟ ପାଇବାର ଇଚ୍ଛା; ଯେଉଁସବୁ ମନ୍ଦ ବିଷୟ ଆମ୍ଭର ଦୃଷ୍ଟିଗୋଚର ହୁଏ, ତାହା ପାଇବାର ଇଚ୍ଛା; ତଥା ଆମ୍ଭର ଯାହା ଅଛି, ତହିଁ ପାଇଁ ଗର୍ବ କରିବା। ଏ ସମସ୍ତ ବିଷୟ ପରମପିତାଙ୍କଠାରୁ ନୁହେଁ, ମାତ୍ର ଏହି ସଂସାରରୁ ଆସିଅଛି। Gade chapit la |