୧ ଯୋହନ 2:20 - ପବିତ୍ର ବାଇବଲ (CL) NT (BSI)20 କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଅନୁଗ୍ରହରୁ ପବିତ୍ରଆତ୍ମାଙ୍କ ଦ୍ୱାରା ଅଭିଷିକ୍ତ ହୋଇଅଛ; ସୁତରାଂ ତୁମେ ସମସ୍ତେ ସତ୍ୟ କଅଣ ଜାଣିଛ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ। Gade chapit laଓଡିଆ ବାଇବେଲ20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଅଭିଷେକ ପାଇଥିବାରୁ ତୁମ୍ଭେ ସମସ୍ତେ ଜ୍ଞାନ ପ୍ରାପ୍ତ ହୋଇଅଛ। Gade chapit laପବିତ୍ର ବାଇବଲ20 ଆଉ ତୁମ୍ଭେମାନେ ସେହି ପବିତ୍ର ବ୍ୟକ୍ତିଙ୍କଠାରୁ ଦାନ ପାଇଥିବାରୁ, ତୁମ୍ଭେ ସମସ୍ତେ ସତ୍ୟକୁ ଜାଣିଛ। Gade chapit la |