Biblia Todo Logo
Bib sou entènèt

- Piblisite -




୧ ଯୋହନ 2:23 - ପବିତ୍ର ବାଇବଲ (CL) NT (BSI)

23 କାରଣ ଯେ ପୁତ୍ରଙ୍କୁ ପ୍ରତ୍ୟାଖ୍ୟାନ କରେ, ସେ ପିତାଙ୍କୁ ମଧ୍ୟ ପ୍ରତ୍ୟାଖ୍ୟାନ କରେ; ଯେ ପୁତ୍ରଙ୍କୁ ଗ୍ରହଣ କରେ, ସେ ତା’ ଜୀବନରେ ପିତାଙ୍କ ସତ୍ତା ମଧ୍ୟ ଅନୁଭବ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ ହୋଇ ନାହିଁ; ଯେ ପୁତ୍ରଙ୍କୁ ସ୍ଵୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଯେ ପୁତ୍ରଙ୍କୁ ନାସ୍ତି କରେ, ସେ ପିତାଙ୍କୁ ପ୍ରାପ୍ତ କରି ନାହିଁ; ଯେ ପୁତ୍ରଙ୍କୁ ସ୍ୱୀକାର କରେ, ସେ ପିତାଙ୍କୁ ମଧ୍ୟ ପ୍ରାପ୍ତ କରିଅଛି।

Gade chapit la Kopi

ପବିତ୍ର ବାଇବଲ

23 ଯେଉଁ ବ୍ୟକ୍ତି ପୁତ୍ରକୁ ବିଶ୍ୱାସ କରେ ନାହିଁ, ପିତା ତାହାଙ୍କଠାରେ ବାସ କରନ୍ତି ନାହିଁ। ଯେଉଁ ବ୍ୟକ୍ତି ପୁତ୍ରକୁ ଗ୍ରହଣ କରେ, ତାହାଙ୍କଠାରେ ପିତା ମଧ୍ୟ ଅଛନ୍ତି।

Gade chapit la Kopi




୧ ଯୋହନ 2:23
15 Referans Kwoze  

ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯେ ସ୍ୱୀକାର କରେ, ଈଶ୍ୱର ତା’ ଅନ୍ତରରେ ବାସ କରନ୍ତି ଏବଂ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ।


ସେମାନେ ପ୍ରଶ୍ନ କଲେ, “ତୁମ ପିତା କେଉଁଠାରେ?” ଯୀଶୁ କହିଲେ: “ମୋତେ କିମ୍ବା ମୋ’ ପିତାଙ୍କୁ ତୁମ୍ଭେମାନେ ଜାଣ ନାହିଁ। ମୋତେ ଜାଣିଥିଲେ, ମୋ’ ପିତାଙ୍କୁ ମଧ୍ୟ ଜାଣିଥା’ନ୍ତ।”


ପିତା ଈଶ୍ୱର ଓ ମୁଁ ଏକ।”


ତାହାହେଲେ ପିତା ଯେପରି ସମ୍ମାନିତ ହେବେ- ଯେ ପୁତ୍ରଙ୍କୁ ସମ୍ମାନ ଦିଏ ନାହିଁ, ତାଙ୍କ ପ୍ରେରଣକର୍ତ୍ତା ପିତାଙ୍କୁ ମଧ୍ୟ ସେ ସମ୍ମାନିତ କରେ ନାହିଁ।


ଯେ ଯୀଶୁଙ୍କୁ ମସୀହ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କ ସନ୍ତାନ। ଯେ କେହି ଜଣେ ପିତାକୁସ୍ନେହ କରେ, ସେହି ପିତାର ସନ୍ତାନକୁ ମଧ୍ୟ ଦେ ସ୍ନେହ କରେ।


“ମୋର ପିତା ମୋତେ ସମସ୍ତ ବିଷୟ ଦେଇଛନ୍ତି। ପୁତ୍ର କିଏ, ପିତାଙ୍କ ଛଡ଼ା ଆଉ କିଏ ଜାଣେ ନାହିଁ ଏବଂ ପିତା କିଏ, ପୁତ୍ରଙ୍କ ଛଡ଼ା ଓ ପୁତ୍ର ଯେଉଁମାନଙ୍କଠାରେ ପ୍ରକାଶ କରିବାକୁ ଚାହାନ୍ତି, ସେମାନଙ୍କ ଛଡ଼ା ଆଉ କେହି ଜାଣେ ନାହିଁ।”


“ମୋ’ ନିତା ମୋତେ ସବୁକିଛି ଦାନ କରିଛନ୍ତି। ପିତାଙ୍କ ଛଡ଼ଶ ପୁତ୍ରଙ୍କୁ ଆଉ କେହି ଜାଣିନ୍ତି ନାହିଁ। ପୁତ୍ର ଯେଉଁମାନଙ୍କ ନିକଟରେ ପିତାଙ୍କୁ ପ୍ରକାଶ କରିବେ, କେବଳ ସେହିମାନେ ପିତାଙ୍କୁ ଜାଣି ପାରିବେ।


ତେବେ ମିଥ୍ୟାବାଦୀ କିଏ? ଯୀଶୁଙ୍କୁ ତ୍ରାଣକର୍ତ୍ତା ଖ୍ରୀଷ୍ଟ ବୋଲି ଯେ ସ୍ୱୀକାର କରେ ନାହିଁ, ସେ ମିଥ୍ୟାବାଦୀ। ପୁଣି ସେ ଖ୍ରୀଷ୍ଟଙ୍କ ଶତ୍ରୁ -ପିତା ଈଶ୍ୱବର ଓ ତାଙ୍କ ପୁତ୍ର ଯୀଶୁ, ଉଭୟଙ୍କୁ ସେ ପ୍ରତ୍ୟାଖ୍ୟାନ କରେ।


ଲୋକେ ତୁମ ପ୍ରତି ଏହି ସବୁ କରିବେ, କାରଣ ସେମାନେ ମୋତେ କିମ୍ବା ପିତାଙ୍କୁ ଜାଣନ୍ତି ନାହିଁ।


ତୁମେ ଯେ ଏକ ମାତ୍ର ସତ୍ୟ ଈଶ୍ୱର, ଏହା ଉପଲବ୍ଧି କରିବା ଏବଂ ତୁମ ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ହିଁ ଅନନ୍ତ ଜୀବନ।


ସେମାନେ ଈଶ୍ୱରଙ୍କ ଆତ୍ମା ପ୍ରାପ୍ତ ହୋଇଛନ୍ତି କି ନାହିଁ, ତାହା ଜାଣିବାର ଉପାୟ ହେଉଛି: ଯେଉଁ ବ୍ୟକ୍ତିଠାରେ ଈଶ୍ୱରଙ୍କ ଆତ୍ମା ଅଧିଷ୍ଠିତ, ସେ ମୁକ୍ତ କଣ୍ଠରେ ସ୍ୱୀପକାର କରିବ ଯେ, ଯୀଶୁ ଖ୍ରୀଷ୍ଟ ମନୁଷ୍ୟ ରୂପେ ଅବତୀର୍ଣ୍ଣ ହୋଇଥିଲେ।


ଆମେ ଜାଣ, ଈଶ୍ୱରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇ ସତ୍ୟ ଈଶ୍ୱରଙ୍କ ସତ୍ତା ଅନୁଭବ କରିବାକୁ ଆମକୁ ଜ୍ଞାନ ଦେଇଛନ୍ତି। ଆମେ ଦତ୍ୟ ଈଶ୍ବର ଓ ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିନ ସଂଯୁକ୍ତ ଜୀବନ ଯାପନ କରୁଛୁ। ସେ ହିଁ ସତ୍ୟ ଈଶ୍ୱର ଏବଂ ସେ ହିଁ ଅନନ୍ତ ଜୀବନ।


Swiv nou:

Piblisite


Piblisite