Biblia Todo Logo
Bib sou entènèt

- Piblisite -




୧ ଯୋହନ 2:26 - ପବିତ୍ର ବାଇବଲ (CL) NT (BSI)

26 ଯେଉଁମାନେ ତୁମ୍ଭମାନଙ୍କୁ ପ୍ରତାରଣା କରିବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ତୁମ୍ଭମାନଙ୍କୁ ସତର୍କ କରି ଦେଉଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ଵନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହିସମସ୍ତ ଲେଖିଲି।

Gade chapit la Kopi

ଓଡିଆ ବାଇବେଲ

26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।

Gade chapit la Kopi

ପବିତ୍ର ବାଇବଲ

26 ଯେଉଁମାନେ ତୁମ୍ଭମାନଙ୍କୁ ଭୁଲ୍ ପଥରେ କଢ଼ାଇ ନେବାକୁ ଚେଷ୍ଟା କରୁଛନ୍ତି, ସେମାନଙ୍କ ବିଷୟରେ ମୁଁ ତୁମ୍ଭମାନଙ୍କୁ ଏହି କଥା ଲେଖୁଛି।

Gade chapit la Kopi




୧ ଯୋହନ 2:26
12 Referans Kwoze  

ଅନେକ ପ୍ରତାରକ ଏବେ ଜଗତରେ ବିଚରଣ କରୁଛନ୍ତି। ଯୀଶୁ ଖ୍ରୀଷ୍ଟ ମନୁଷ୍ୟ ଶରୀରରେ ଅବତାର ଗ୍ରହଣ କରିଥିଲେ ବୋଲି ସେମାନେ ସ୍ୱୀକାର କରନ୍ତି ନାହିଁ। ଏପରି ବ୍ୟକ୍ତି ନିଶ୍ଚୟ ପ୍ରତାରକ, ସେ ଖ୍ରୀଷ୍ଟଙ୍କର ଶତ୍ରୁ!


ପିଲାମାନେ! କେହି ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ। ଯେ କେହି ସତ୍କର୍ମ କରେ, ସେହି କେବଳ ଖ୍ରୀଷ୍ଟଙ୍କ ପରି ଆସିଥ୍ିବା ଶୟତାନର ଅନୁଗାମୀ। ସେହି ଶୟତାନର କାର୍ଯ୍ୟକୁ ଧ୍ୱଂସ କରିବା ପାଇଁ ଈଶ୍ବରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇଥିଲେ।


ଶଠ ମସୀହ ଓ ଶଠ ଭାବବାଦୀମାନେ ଦେଖାଦେବେ। ସମ୍ଭବ ହେଲେ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ମଧ୍ୟ ଠକିବା ପାଇଁ ସେମାନେ ଅଲୌକିକ କାର୍ଯ୍ୟ କରିବେ ଓ ଅଦ୍ଭୁତ ସଙ୍କେତ ସବୁ ଦେଖାଇବେ।


ସାବଧାନ, କେହି ଯେପରି ତୁମକୁ ମନୁଷ୍ୟର ବିଭ୍ରାନ୍ତିକର ଅସାର ଜ୍ଞାନ ଦ୍ୱାରା ବଶୀଭୂତ ନ କରେ। ସେହି ସବୁ ଜ୍ଞାନ ଖ୍ରୀଷ୍ଟଙ୍କ ଶିକ୍ଷାରୁ ଆସି ନ ଥାଏ। ତାହା ମନୁଷ୍ୟ ସମାଜର ପାରମ୍ପରିକ ଶିକ୍ଷା ଓ ବିଶ୍ୱସ ଉପରେ କର୍ତ୍ତୃତ୍ୱ କରୁଥିବା ଅଶରୀରୀ ଶକ୍ତିମାନଙ୍କ ଶିକ୍ଷାର ଫଳ।


ପବିତ୍ରଆତ୍ମା ସ୍ପଷ୍ଟ ଭାବରେ କହୁଛନ୍ତି ଯେ, ପ୍ରତାରକ ପାପାତ୍ମାମାନଙ୍କ କୁଶିକ୍ଷାରେ ପଡ଼ି ଦିନେ ଆମ ମଣ୍ଡଳୀର କେହି କେହି ଖ୍ରୀଷ୍ଟବିଶ୍ୱାସରୁ ବିଚ୍ୟୁତ ହେବେ।


କିନ୍ତୁ ଦୁରାଚାରୀ ଓ ପ୍ରବଞ୍ଚକମାନଙ୍କ ଗତି ସର୍ବନାଶ ଆଡ଼କୁ - ସେମାନେ ଅନ୍ୟମାନଙ୍କୁ ଠକାଇ ଶେଷରେ ନିଜେ ଠକି ହୋଇଯିବେ।


ଯେଉଁମାନେ ବିଶେଷ ଦର୍ଶନ, ଛଳ ନମ୍ରତା ଓ ସ୍ୱର୍ଗଦୂତ ପୂଜା ଉପରେ ଗୁରୁତ୍ୱ ଦେଇ ଆତ୍ମବଡ଼ିମା କରନ୍ତି, ସେମାନଙ୍କୁ ଦେଖି ତୁମ୍ଭେମାନେ ନିଜକୁ ହୀନ ମନେ କର ନାହିଁ। ଏହିପରି ଲୋକମାନେ ନିଜର ମାନବୀୟ ଚିନ୍ତା ଦ୍ୱାରା ଅହେତୁକ ଗର୍ବରେ ସ୍ଫୀତ ହୋଇଥାଆନ୍ତି।


Swiv nou:

Piblisite


Piblisite