୧ ଯୋହନ 2:27 - ପବିତ୍ର ବାଇବଲ (CL) NT (BSI)27 ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁ ତାଙ୍କ ପବିତ୍ରଆତ୍ମାରେ ପରିପୂର୍ଣ୍ଣ କରିଛନ୍ତି। ଯେଉଁ ପର୍ଯ୍ୟନ୍ତ ଏହି ଆତ୍ମା ତୁମ ଅନ୍ତରରେ ବିରାଜମା. ଅନ୍ୟମାନଙ୍କଠାରୁ ଶିକ୍ଷା ଦିଅନ୍ତି- ତାଙ୍କ ଶିକ୍ଷଶ ମିଥ୍ୟା ନୁହେଁ। ସେହି ଆତ୍ମାଙ୍କ ଶିକ୍ଷା ପାଳନ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ରୁହ। Gade chapit laପବିତ୍ର ବାଇବଲ (Re-edited) - (BSI)27 କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ। Gade chapit laଓଡିଆ ବାଇବେଲ27 କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ। Gade chapit laପବିତ୍ର ବାଇବଲ27 ଖ୍ରୀଷ୍ଟ ତୁମ୍ଭମାନଙ୍କୁ ଏକ ବିଶେଷ ଦାନ ଦେଇଛନ୍ତି, ତାହା ତୁମ୍ଭଠାରେ ଏପର୍ଯ୍ୟନ୍ତ ଅଛି। ଏଥିପାଇଁ ତୁମ୍ଭର କାହାଠାରୁ ଶିକ୍ଷା ନେବା ଆବଶ୍ୟକ ନାହିଁ। ମାତ୍ର ତାହାଙ୍କଠାରୁ ପ୍ରାପ୍ତ ସେହି ଦାନ ତୁମ୍ଭକୁ ସମସ୍ତ ବିଷୟରେ ଶିକ୍ଷା ଦେଉଛି। ସେ ତୁମ୍ଭକୁ ଦେଇଥିବା ସେହି ଦାନ ସତ୍ୟ ଅଟେ, ମିଥ୍ୟା ନୁହେଁ। ତେଣୁ ତାହାଙ୍କର ସେହି ଦାନର ଶିକ୍ଷାନୁସାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଆଉ ଜୀବନଯାପନ କର। Gade chapit la |
ଆମେ କାହିଁକି ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଉ, ତାହାର ଅନ୍ୟ ଏକ କାରଣ ମଧ୍ୟ ରହିଛି। ଆମେ ଯେତେବେଳେ ତୁମ୍ଭମାନଙ୍କ ନିକଟକୁ ଈଶ୍ୱରଙ୍କ ବାର୍ତ୍ତା ଆଣିଥିଲୁ, ତୁମ୍ଭେମାନେ ତାହା ମନୁଷ୍ୟର ବାର୍ତ୍ତା ବୋଲି ମନେ ନ କରି, ଈଶ୍ୱରଙ୍କ ବାର୍ତ୍ତା ରୂପେ ଶୁଣିଥିଲ ଓ ଗ୍ରହଣ କରିଥିଲ। ପ୍ରକୃତରେ ତାହା ଈଶ୍ୱରଙ୍କର ବାର୍ତ୍ତା ଓ ତୁମ୍ଭମାନଙ୍କ ପରି ବିଶ୍ୱାସୀମାନଙ୍କ ଅନ୍ତକରଣରେ ତାହା ସକ୍ରିୟ ହୋଇ ରହେ।