Biblia Todo Logo
Bib sou entènèt

- Piblisite -




୧ ଯୋହନ 2:6 - ପବିତ୍ର ବାଇବଲ (CL) NT (BSI)

6 ଯେ ଈଶ୍ୱରଙ୍କ ସତ୍ତା ଅନୁଭବ କରୁଛି ବୋଲି କହେ, ସେ ଅବିକଳ ଖ୍ରୀଷ୍ଟ ଯୀଶୁଙ୍କ ପରି ଜୀବନ ଯାପନ କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେ ତାହାଙ୍କଠାରେ ରହେ ବୋଲି କହେ, ତାହାର ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।

Gade chapit la Kopi

ଓଡିଆ ବାଇବେଲ

6 ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେ ତାହାଙ୍କଠାରେ ରହେ ବୋଲି କହେ, ସେ ତାହାଙ୍କ ପରି ଆଚରଣ କରିବା ମଧ୍ୟ କର୍ତ୍ତବ୍ୟ।

Gade chapit la Kopi

ପବିତ୍ର ବାଇବଲ

6 ପରମେଶ୍ୱରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ୟକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ୍।

Gade chapit la Kopi




୧ ଯୋହନ 2:6
14 Referans Kwoze  

ଈଶ୍ୱର ଏହି ଉଦ୍ଦେଶ୍ୟରେ ତୁମ୍ଭମାନଙ୍କୁ ଆହ୍ୱାନ କରିଛନ୍ତି। ଖ୍ରୀଷ୍ଟ ନିଜେ ତୁମ୍ଭମାଙ୍କ ନିମନ୍ତେ କ୍ଳେଶ ଭୋଗ କରି ଆଦର୍ଶ ଦେଖାଇଛନ୍ତି, ଯେପରି ତୁମ୍ଭେମାନେ ତାଙ୍କ ପଦାଙ୍କ ଅନୁସରଣ କରିବ।


ତୁମ୍ଭେମାନେ ମୋତେ ଅନୁକରଣ କରିବା ପାଇଁ ମୁଁ ଏହି ଆଦର୍ଶ ଦେଖାଇଅଛି।


ମୁଁ ଖ୍ରୀଷ୍ଟଙ୍କୁ ଅନୁକରଣ କଲା ପରି ତୁମ୍ଭେମାନେ ମୋତେ ଅନୁକରଣ କର।


ସୁତରାଂ ଯେ ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ରେହେ, ସେ ଆଉ ପାପରେ ଲିପ୍ତ ରହିଥାଏ, ସେ ଖ୍ରୀଷ୍ଟଙ୍କୁ କେବେ ଦେଖି ନାହିଁ, କେବେ ତାଙ୍କୁ ଜାଣି ନାହିଁ।


ଖ୍ରୀଷ୍ଟ ଯେପରି ଆମ୍ଭମାନଙ୍କୁ ପ୍ରେମ କଲେ ଓ ଈଶ୍ୱରଙ୍କର ସନ୍ତୋଷ ନିମନ୍ତେ ନିଜ ଜୀବନକୁ ଆମ ପାଇଁ ସୁଗନ୍ଧି ନୈବେଦ୍ୟ ଓ ବଳି ରୂପେ ଉତ୍ସର୍ଗ କଲେ, ତୁମ୍ଭମାନଙ୍କ ଜୀବନ ମଧ୍ୟ ସେହିପରି ପ୍ରେମ ଦ୍ୱାରା ପରିଚାଳିତ ହେଉ।


ମୋର ଜୁଆଳି ବହନ କରି ମୋ’ଠାରୁ ଶିକ୍ଷଶ କର। କାରଣ ମୁଁ ନିଜେ ନମ୍ର ଓ କୋମଳମନା ହୋଇଥିବାରୁ ତୁମେ ମୋ’ ପାଖରେ ବିଶ୍ରାମ ପାଇବ।


ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ଜାଣିଛି, ଅଥଚ ସେ ତାଙ୍କ ଆଜ୍ଞାପାଳନ କରେ ନାହିଁ, ଯେ ଜଣେ ମିଥ୍ୟାବାଦୀ; ତା’ ଅନ୍ତରରେ ସତ୍ୟର ସ୍ଥାନ ନାହିଁ।


ହଁ ପିଲାମାନେ! ତାଙ୍କଠାରେ ସଂଯୁକ୍ତ ହୋଇ ରୁହ, ତାହାହେଲେ ତାଙ୍କର ଯେତେବେଳେ ଆବିର୍ଭାବ ହେବ, ଆମ ନିର୍ଭୀକ ଭାବରେ ତାଙଘ୍କର ସମ୍ମୁଖୀନ ହୋଇ ପାରବା- ସେହି ଦିବସରେ ଆମକୁ ଲଜ୍ଜାରେ ଆତ୍ମଗୋପନ କରିବାକୁ ପଡ଼ଫିବ ନାହହିଁ।


ମୁଁ ଯେପରି ମୋ’ ପିତାଙ୍କ ଆଜ୍ଞା ପାଳନ କରି ତାଙ୍କ ପ୍ରେମରେ ଅବିଚଳିତ ରହିଥାଏ, ତୁମେ ମଧ୍ୟ ସେହିପରି ମୋର ଆଜ୍ଞା ପାଳନ କଲେ, ମୋ’ ପ୍ରେମରେ ସ୍ଥିର ହୋଇ ରହିବ।


ଯେ କେହି ଈଶ୍ୱରଙ୍କ ଆଜ୍ଞା ପାଳନ କରେ, ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ: ତା’ ଅନ୍ତରରେ ଈଶ୍ୱର ବାସ କରୁଛନ୍ତି। ଈଶ୍ୱର ଆମ୍ଭମାନଙ୍କ ଅନ୍ତରରେ ବାସ କରୁଛନ୍ତି, ଏ କଥା ଆମ୍ଭମାନଙ୍କୁ ପ୍ରଦତ୍ତ ତାଙ୍କର ଆତ୍ମାଙ୍କ ସାହାଯ୍ୟରେ ଆମେ ଜାଣି ପାରୁଛୁ।


ଆମ ଜୀବନରେ ଏହି ପ୍ରେମ ସିଦ୍ଧ ହେଲେ, ଆମେ ନିର୍ଭୀକ ଭାବରେ ବିଚାର ଦିନର ସମ୍ମୁଖୀନ ହୋଇ ପାରିବା, କାରଣ ଏହି ଜଗତରେ ଥାଉ ଥାଉ ଆମେ ଖ୍ରଷ୍ଟଙ୍କ ପରି ଜୀବନ ଯାପନ କରୁଛୁ।


Swiv nou:

Piblisite


Piblisite