Biblia Todo Logo
Bib sou entènèt

- Piblisite -




୧ ଯୋହନ 2:9 - ପବିତ୍ର ବାଇବଲ (CL) NT (BSI)

9 ଯଦି କେହି କହେ, ଏହି ଆଲୋକରେ ତା’ର ସ୍ଥିତି, ଅଥଚ ସେ ତା’ ଭାଇକୁ ଘୃଣା କରୁଥାଏ, ସେ ଅଦ୍ୟାପି ଅନ୍ଧକାର ନିବାସୀ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।

Gade chapit la Kopi

ଓଡିଆ ବାଇବେଲ

9 ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।

Gade chapit la Kopi

ପବିତ୍ର ବାଇବଲ

9 ଯେଉଁ ଲୋକ ଆଲୋକରେ ଅଛି ବୋଲି କୁହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତେବେ ସେ ଏପର୍ଯ୍ୟନ୍ତ ଅନ୍ଧକାରରେ ରହିଛି।

Gade chapit la Kopi




୧ ଯୋହନ 2:9
14 Referans Kwoze  

ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ପ୍ରେମ କରେ, ଅଥଚ ସେ ତା’ଭାଇକୁ ଘୃଣା କରେ, ସେ ମିଥ୍ୟାବାଦୀ। ପ୍ରତ୍ୟକ୍ଷରେ ଦେଖୁଥିବା ଜଣେ ଭାଇକୁ ଯେ କେହି ସ୍ନେହ କରିପାରେ ନାହିଁ, ସେ ଅଦୃଶ୍ୟ ଈଶ୍ୱରଙ୍କୁ କଦାପି ପ୍ରେମ କରି ପାିବ ନାହିଁ।


କିନ୍ତୁ ଯେଉଁ ବ୍ୟକ୍ତି ତା’ଭାଇକୁ ଘୃଣା କରେ, ତା’ର ଅବସ୍ଥିତି ଅନ୍ଧକାର ମଧ୍ୟରେ, ସେ ଅନ୍ଧକାରରେ ବିଚରଣ କରେ, ତା’ର ଗନ୍ତବ୍ୟ ପଥ ସେ ଜାଣିପାରେ ନାହିଁ, ଆମା ଅନ୍ଧକାର ତାକୁ ଦୃଷ୍ଟିହୀନ କରି ରଖିଛି।


କିନ୍ତୁ ଏହିସବୁ ଗୁଣ ଯାହାଠାରେ ନାହିଁ, ସେ ଅନ୍ଧ ଓ ଅଦୂରଦର୍ଶୀ; ତାହାର ପୂର୍ବକୃତ ସମସ୍ତ ପାପରୁ ପରିଷ୍କୃତ ହୋଇଛି ବୋଲି ସେ ଭୁଲି ଯାଇଛି।


ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ଜାଣିଛି, ଅଥଚ ସେ ତାଙ୍କ ଆଜ୍ଞାପାଳନ କରେ ନାହିଁ, ଯେ ଜଣେ ମିଥ୍ୟାବାଦୀ; ତା’ ଅନ୍ତରରେ ସତ୍ୟର ସ୍ଥାନ ନାହିଁ।


ସୁତରାଂ ଆମେ ତାଙ୍କର ସ।।ହାଚର୍ଯ୍ୟ ଅନୁଭବ କରୁଛୁ ବୋଲି କହି, ଯଦି ଅନ୍ଧକାରରେ ବାସ କରୁ, କଥାରେ ଓ କାର୍ଯ୍ୟରେ ଆମେ ମିଥ୍ୟାବାଦୀ ହେବା।


ଯୀଶୁ ଉତ୍ତର ଦେଲେ, “ଅନ୍ଧ ହୋଇଥିଲେ ତୁମ୍ଭେମାନେ ନିର୍ଦ୍ଦୋଷ ହୋଇଥାନ୍ତ। କିନ୍ତୁ ଦେଖିପାରୁଛ ବୋଲି କହୁଥିବାର ତୁମେ ଅଧିକ ଦୋଷୀ।”


କିଛିଦିନ ପରେ ପ୍ରାୟ ଏକଶହ କୋଡ଼ିଏ ଜଣ ବିଶ୍ୱାସୀମାନଙ୍କ ଏକ ସଭାରେ ପିତର ଛିଡ଼ା ହୋଇ କହିଲେ:


ଈଶ୍ୱରଙ୍କ ସନ୍ତାନ ଓ ଶୟତାନର ସନ୍ତାନମାନଙ୍କ ମଧ୍ୟରେ ଏହି ହେହଉଛି ପାର୍ଥକ୍ୟୃ: ଯେ ସତ୍କର୍ମ କରେ ନାହିଁ, କିଅବା ନିଜ ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କ ସନ୍ତାନ ନୁହେଁ।


Swiv nou:

Piblisite


Piblisite