Biblia Todo Logo
Bib sou entènèt

- Piblisite -




୧ ଯୋହନ 3:18 - ପବିତ୍ର ବାଇବଲ (CL) NT (BSI)

18 ପିଲାମାନେ, ଆମର ପ୍ରେମ କେବଳ କଥାରେ ଓ ବାକ୍ୟାଳାପରେ ପ୍ରକାଶ ପାଇଲେ ଯଥେଷ୍ଟ ହେବ ନାହିଁ; ତାହାକୁ କାର୍ଯ୍ୟରେ ଦେଖାଇବାକୁ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ଵାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।

Gade chapit la Kopi

ଓଡିଆ ବାଇବେଲ

18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।

Gade chapit la Kopi

ପବିତ୍ର ବାଇବଲ

18 ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍।

Gade chapit la Kopi




୧ ଯୋହନ 3:18
18 Referans Kwoze  

ପ୍ରେମ ଆନ୍ତରିକ ହେବା ଉଚିତ। ଯାହା ସବୁ ଅସତ୍; ତାହା ଘୃଣା କର, ସମସ୍ତ ସତ୍ ବିଷୟରେ ଆସକ୍ତ ହୁଅ।


ବର୍ତ୍ତମାନ ତୁମ୍ଭେମାନେ ସତ୍ୟର ଅନୁଗାମୀ ହୋଇଥିବାରୁ ନିଜ ନିଜକୁ ଶୁଚି କରିଛ ଓ ବିଶ୍ୱାସୀ ଭାଇମାନଙ୍କୁ ପ୍ରେମ କରିବାକୁ ଇଚ୍ଛୁକ ଅଛ। ପରସ୍ପରକୁ ଆନ୍ତରିକତା ସହ ପ୍ରେମ କର।


ଭାଇମାନେ, ତୁମ୍ଭେମାନେ ସ୍ୱାଧୀନ ହେବା ନିମନ୍ତେ ଆହୂତ ହୋଇଥିଲ। କିନ୍ତୁ ସାବଧାନ, କେବଳ ଶାରୀରିକ ଲାଳସା ଚରିତାର୍ଥ କରିବା ପାଇଁ ସେହି ସ୍ୱାଧୀନତା ଯେପରି ବାହାନା ରୂପେ ବ୍ୟବହାର ନ କର। ବରଂ ପ୍ରେମ ଦ୍ୱାରା ପରିଚାଳିତ ହୋଇ ତୁମ୍ଭେମାନେ ପରସ୍ପରର ସେବା କର।


ବରଂ ପ୍ରେମରେ ସତ୍ୟ କହି ସର୍ବତୋଭାବରେ ମସ୍ତକ ସ୍ୱରୂପୀ ଖ୍ରୀଷ୍ଟଙ୍କ ସଦୃଶ ହେବା।


ଆମ୍ଭେମାନେ ପିତା ଈଶ୍ୱରଙ୍କ ନିକଟରେ ସ୍ମରଣ କରିଥାଉ, କିପରି ତୁମ୍ଭେମାନେ ନିଜ ବିଶ୍ୱାସକୁ କାର୍ଯ୍ୟରେ ପରିଣତ କରୁଛ, ପ୍ରେମରେ ଅନୁପ୍ରାଣିତ ହୋଇ କିପରି କଠିନ ପରିଶ୍ରମ କରୁଛ ଏବଂ ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କର ଭରସା କିପରି ଦୃଢ଼।


ପିଲାମାନେ, ତୁମ୍ଭମାନଙ୍କୁ ମୋର ଏହି ଚିଠି ଲେଖିବାର ଉଦ୍ଦେଶ୍ୟ, ଏହି ପଢ଼ି ଯେପରି ଆଉ ପାପ କରିବ ନାହିଁ। ପୁଣି ତୁମ୍ଭେମାନେ ଯେପରି ଜାଣିବ, କେହି ଯଦି ପାପ କରେ, ଆମ ପାଇଁ ପିତା ଈଶ୍ୱରଙ୍କଠାରେ କୃପାଭିକ୍ଷଶ କରିବାକୁ ଜଣେ ମହାପୁଣ୍ୟବାନ ବ୍ୟକ୍ତିଅଛନ୍ତି- ପ୍ରଭୁଯୀଶୁ ଖ୍ରୀଷ୍ଟ।


ଜଣେ ବୟୋଜ୍ୟେଷ୍କଙ୍କଠାରୁ- ମନୋନୀତା ଭଦ୍ରମହିଳା ଓ ତାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି। ତୁମ୍ଭମାନଙ୍କୁ ମୋର ସ୍ନେହ ଜଣାଉ ଅଛି। କେବଳ ମୁଁ କାହିଁକି, ଯେଉଁମାନେ ସତ୍ୟର ସନ୍ଧାନ ପାଇଛନ୍ତି, ସମସ୍ତେ ତୁମ୍ଭମାନଙ୍କୁ ସ୍ନେହ କରନ୍ତି।


ସେମାନେ ଯେପରି ସେହି ସତ୍ୟ ଦ୍ୱାରା ପବିତ୍ର ହେବେ, ସେଥିପାଇଁ ମୁଁ ନିଜକୁ ଉତ୍ସର୍ଗ କରୁଛି।


ପିଲାମାନେ! କେହି ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ। ଯେ କେହି ସତ୍କର୍ମ କରେ, ସେହି କେବଳ ଖ୍ରୀଷ୍ଟଙ୍କ ପରି ଆସିଥ୍ିବା ଶୟତାନର ଅନୁଗାମୀ। ସେହି ଶୟତାନର କାର୍ଯ୍ୟକୁ ଧ୍ୱଂସ କରିବା ପାଇଁ ଈଶ୍ବରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇଥିଲେ।


ସ୍ନେହର ଗାୟସ୍ଙ୍କ ନିକଟକୁ ଜଣେ ବୟୋଜ୍ୟେଷ୍ଠ ପତ୍ର। ମୋର ଆନ୍ତିରିକ ଶ୍ରଦ୍ଧା ଗ୍ରହଣ କର।


ସେ ଆମ ଲୋକମାନଙ୍କୁ ସ୍ନେହ କରନ୍ତି ଓ ସେ ଆମ୍ଭମାନଙ୍କ ପାଇଁ ଗୋଟିଏ ପ୍ରାର୍ଥନା ଗୃହ ନିର୍ମାଣ କରି ଦେଇଛନ୍ତି।”


Swiv nou:

Piblisite


Piblisite