୧ ଯୋହନ 3:19 - ପବିତ୍ର ବାଇବଲ (CL) NT (BSI)19 ତାହେଲେ, ଆମେ ଜାଣି ପାିବା ଯେ, “ସତ୍ୟ”ରେ ଆମ୍ଭମାନଙ୍କର ସ୍ଥିତି ଏବଂ ଆମେ ଅବିଚଳିତ ମନରେ ଈଶ୍ୱରଙ୍କ ନିକଟରେ ଉପସ୍ଥିତ ହୋଇ ପାରିବା। Gade chapit laପବିତ୍ର ବାଇବଲ (Re-edited) - (BSI)19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା, Gade chapit laଓଡିଆ ବାଇବେଲ19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା, Gade chapit laପବିତ୍ର ବାଇବଲ19-20 ଏହିପରି ଭାବରେ ଆମ୍ଭେ ସତ୍ୟମାର୍ଗରେ ଅଛୁ ବୋଲି ଜାଣି ପାରିବା। ପୁଣି ଯଦି କୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ତେବେ ମଧ୍ୟ ଆମ୍ଭେମାନେ ପରମେଶ୍ୱରଙ୍କ ଛାମୁରେ ଶାନ୍ତ ରହି ପାରିବା, କାରଣ ପରମେଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି। Gade chapit la |