୧ ଯୋହନ 3:20 - ପବିତ୍ର ବାଇବଲ (CL) NT (BSI)20 ଯଦି ଆମ ବିବେକ ଆମକୁ ଦୋଷୀ କରେ, ଆମର ମନେ ରଖିବା ଉଚିତ ଯେ, ଈଶ୍ୱର ଆମ୍ଭମାନଙ୍କ ବିବେକଠାରୁ ବହୁ ଉଚ୍ଚରେ ଏବଂ ସେ ସବୁ କଥା ଜାଣନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ଦ୍ଵାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ଵର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି। Gade chapit laଓଡିଆ ବାଇବେଲ20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରି ପାରିବା; କାରଣ ଈଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି। Gade chapit la |