୧ ଯୋହନ 3:22 - ପବିତ୍ର ବାଇବଲ (CL) NT (BSI)22 ପୁଣି ତାଙ୍କୁ ଯାହା ମଗିବ, ସେ ତାହା ଦାନ କରିବେ, କାରଣ ଆମେ ତାଙ୍କ ଆଜ୍ଞାନୁବର୍ତ୍ତୀ; ଆମ୍ଭମାନଙ୍କ କାର୍ଯ୍ୟରେ ତାଙ୍କୁ ପ୍ରୀତ କରିଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ପୁଣି ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ,। Gade chapit laଓଡିଆ ବାଇବେଲ22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ। Gade chapit laପବିତ୍ର ବାଇବଲ22 ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସେହି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ। Gade chapit la |