୧ ଯୋହନ 3:7 - ପବିତ୍ର ବାଇବଲ (CL) NT (BSI)7-8 ପିଲାମାନେ! କେହି ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ। ଯେ କେହି ସତ୍କର୍ମ କରେ, ସେହି କେବଳ ଖ୍ରୀଷ୍ଟଙ୍କ ପରି ଆସିଥ୍ିବା ଶୟତାନର ଅନୁଗାମୀ। ସେହି ଶୟତାନର କାର୍ଯ୍ୟକୁ ଧ୍ୱଂସ କରିବା ପାଇଁ ଈଶ୍ବରଙ୍କ ପୁତ୍ର ଅବତୀର୍ଣ୍ଣ ହୋଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; Gade chapit laଓଡିଆ ବାଇବେଲ7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ; Gade chapit laପବିତ୍ର ବାଇବଲ7 ପ୍ରିୟ ପିଲାମାନେ, କେହି ତୁମ୍ଭମାନଙ୍କୁ ମନ୍ଦ ପଥରେ ଯିବା ପାଇଁ ନ ଭୁଲାଉ। ଖ୍ରୀଷ୍ଟ ଧାର୍ମିକ ଅଟନ୍ତି। ତେଣୁ ଯେକେହି ଖ୍ରୀଷ୍ଟଙ୍କ ପରି ଉତ୍ତମ ହେବାକୁ ଇଚ୍ଛା କରେ, ସେ ଉଚିତ୍ କର୍ମ କରୁ। Gade chapit la |