୧ ଯୋହନ 4:15 - ପବିତ୍ର ବାଇବଲ (CL) NT (BSI)15 ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ଯେ ସ୍ୱୀକାର କରେ, ଈଶ୍ୱର ତା’ ଅନ୍ତରରେ ବାସ କରନ୍ତି ଏବଂ ସେ ଈଶ୍ୱରଙ୍କ ସତ୍ତା ଅନୁଭବ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଯେକେହି ଯୀଶୁଙ୍କୁ ଈଶ୍ଵରଙ୍କ ପୁତ୍ର ବୋଲି ସ୍ଵୀକାର କରେ, ଈଶ୍ଵର ତାହାଠାରେ ଅଛନ୍ତି ଓ ସେ ଈଶ୍ଵରଙ୍କ-ଠାରେ ଅଛି। Gade chapit laଓଡିଆ ବାଇବେଲ15 ଯେ କେହି ଯୀଶୁଙ୍କୁ ଈଶ୍ୱରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ୱର ତାହାଠାରେ ଅଛନ୍ତି ଓ ସେ ଈଶ୍ୱରଙ୍କଠାରେ ଅଛି । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି। Gade chapit laପବିତ୍ର ବାଇବଲ15 ଯଦି କେହି ବିଶ୍ୱାସ କରେ ଯେ, “ଯୀଶୁ ପରମେଶ୍ୱରଙ୍କର ପୁତ୍ର ଅଟନ୍ତି,” ତେବେ ପରମେଶ୍ୱର ତା'ଠାରେ ରହନ୍ତି ଓ ସେ ମଧ୍ୟ ପରମେଶ୍ୱରଙ୍କଠାରେ ରହେ। Gade chapit la |