Biblia Todo Logo
Bib sou entènèt

- Piblisite -




୧ ଯୋହନ 4:18 - ପବିତ୍ର ବାଇବଲ (CL) NT (BSI)

18 ଯେଉଁଠି ପ୍ରେମ ସମସ୍ତ ଭୟ ଦୂର କରେ। ଯେ ଭୟ କରେ, ତା’ଠାରେ ପ୍ରେମ ସିଦ୍ଧ ହୋଇ ନାହିଁ; କାରଣ ଦଣ୍ଡ ପାଇବାର ଭୟ ତା’ର ଆହୁରି ରହିଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ତ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।

Gade chapit la Kopi

ପବିତ୍ର ବାଇବଲ

18 ପ୍ରେମରେ ଭୟ ନ ଥାଏ। ବରଂ ପରମେଶ୍ୱର ଦତ୍ତ ସିଦ୍ଧ ପ୍ରେମ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ୱରଙ୍କ ପ୍ରେମ ତାହାଠାରେ ସିଦ୍ଧ ହୋଇ ନାହିଁ।

Gade chapit la Kopi




୧ ଯୋହନ 4:18
11 Referans Kwoze  

ଈଶ୍ୱର ଆମ୍ଭମାନଙ୍କୁ ଯେଉଁ ଆତ୍ମା ଦାନ କରିଛନ୍ତି, ତାହା ଆମ୍ଭମାନଙ୍କୁ କାପୁରୁଷ କରି ଦିଏ ନାହିଁ, ବରଂ ତଦ୍ଦ୍ୱାରା ଆମେ ଶକ୍ତି, ପ୍ରେମ ଓ ଆତ୍ମସଂଯମରେ ପରିପୂର୍ଣ୍ଣ ହେଉ।


କାରଣ ଈଶ୍ୱରପ୍ରଦତ୍ତ ସେହି ଆତ୍ମା ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଛନ୍ତି, ତୁମେ ଆଉ ଭୟ କରିବାର କାରଣ ନାହିଁ। ବରଂ ପବିତ୍ରଆତ୍ମା ତୁମ୍ଭମାନଙ୍କୁ ଈଶ୍ୱରଙ୍କ ସନ୍ତାନ ହେବାର ସୁଯୋଗ ଦେଇଛନ୍ତି। ତାଙ୍କ ଶକ୍ତି ଅନୁଭବ କରି ଆମେ ଏବେ ଈଶ୍ୱରଙ୍କୁ “ପିତା” ବୋଲି ସମ୍ବୋଧନ କରୁଛୁ।


ଈଶ୍ୱରଙ୍କୁ କେହି କେବେ ଦେଖି ନାହିଁ, କିନ୍ତୁ ଆମେ ଯଦି ପରସ୍ପରକୁ ପ୍ରେମ କରୁ, ଈଶ୍ୱର ଆମଠାରେ ବାସ କରନ୍ତି ଏବଂ ଆମଠାରେ ତାଙ୍କର ପ୍ରେମ ସମ୍ପର୍ଣ୍ଣତା ଲାଭ କରେ।


ତେଣୁ ଆସ, ଆମେ କୃତଜ୍ଞା ହେବା, କାରଣ ଆମେ ଏକ ଅବିନଶ୍ୱର ରାଜ୍ୟ ପାଇବା। ଆସ, ଆମ କୃତଜ୍ଞତା ଜ୍ଞାପନ କରିବା ଏବଂ ଭକ୍ତି ଓ ଭୟର ସହିତ ଈଶ୍ୱରଙ୍କ ସନ୍ତୋଷଭାନ ହୋଇ ତାହାଙ୍କୁ ପୂଜା କରିବା।


ତୁମେ କ’ଣ ବିଶ୍ୱାସ କରୁଛ ଯେ, କେବଳ ଜଣେ ମାତ୍ର ଈଶ୍ୱର ଅଛନ୍ତି? ଉତ୍ତମ! ପ୍ରେତାତ୍ମାମାନେ ମଧ୍ୟ ଏ ଭଳି ବିଶ୍ୱାସ କରନ୍ତି ଏବଂ ଭୟରେ ଥରହର ହୁଅନ୍ତି।


କିନ୍ତୁ ଫାରୁଶୀମାନେ କହିଲେ, “ଏ ଲୋକ ପ୍ରେତପତିଙ୍କ ଶ୍ତିରେ ଭୂତ ଛାଡ଼ାଉଛି।”


Swiv nou:

Piblisite


Piblisite