Biblia Todo Logo
Bib sou entènèt

- Piblisite -




୧ ଯୋହନ 4:19 - ପବିତ୍ର ବାଇବଲ (CL) NT (BSI)

19 ଆମେ ପ୍ରେମ କରିବାକୁ ଶିଖିଛୁ, କାରଣ ଈଶ୍ବର ହିଁ ପ୍ରଥମେ ଆମକୁ ପ୍ରେମ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।

Gade chapit la Kopi

ଓଡିଆ ବାଇବେଲ

19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।

Gade chapit la Kopi

ପବିତ୍ର ବାଇବଲ

19 ପରମେଶ୍ୱର ଆମ୍ଭକୁ ପ୍ରଥମେ ପ୍ରେମ କରିବାରୁ ଆମ୍ଭେମାନେ ତାହାଙ୍କୁ ପ୍ରେମ କରିଲୁା

Gade chapit la Kopi




୧ ଯୋହନ 4:19
9 Referans Kwoze  

ଏହା ହିଁ ପ୍ରକୃତ ପ୍ରେମ- ଆମେ ଈଶ୍ୱରଙ୍କୁ ପ୍ରେମ କରି ନାହୁଁ, ଅଥଚ ସେ ଆମକୁ ପ୍ରେମ କରି, ଆମ ପାପର ପ୍ରାୟଶ୍ଚିତ ହେବା ନିମନ୍ତେ ତାଙ୍କ ପୁତ୍ରଙ୍କୁ ପ୍ରେରଣ କଲେ।


ତୁମେ ମୋତେ ମନୋନୀତ କରି ନାହଁ, ମୁଁ ତୁମକୁ ମନୋନୀତ କରିଛି। ତୁମେ ଯେପରି ପ୍ରଚୁର ଫଳ ଧାରଣ କର ଓ ତାହା ସ୍ଥାୟୀ ହୁଏ, ସେଥିପାଇଁ ତୁମ୍ଭମାନଙ୍କୁ ମୁଁ ନିଯୁକ୍ତ କରିଛି। ତେଣୁ ମୋ’ ନାମରେ ଯାହା ମାଗିବ, ମୋ’ ପିତା ତାହା ତୁମ୍ଭମାନଙ୍କୁ ଦେବେ।


ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ନିଜର ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ- ଯେ କେହି ତାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପାଇବ।


ମୁଁ ତୁମକୁ କହୁଛି, ସେ ଯେଉଁ ଗଭୀର ପ୍ରେମ ପ୍ରକାଶ କରିଛି, ତାହା ପ୍ରମାଣ କରେ ଯେ ତା’ର ବହୁତ ପାପ କ୍ଷମା ହୋଇଛି। କିନ୍ତୁ ଯାହାର ଅଳ୍ପ ପାପ କ୍ଷମା ହୋଇଛି, ସେ ଅଳ୍ପ ପ୍ରେମ ପ୍ରକାଶ କରେ।”


ପବିତ୍ର ଆତ୍ମାଙ୍କ ଦାନ ହେଉଛି; ପ୍ରେମ, ଆନନ୍ଦ, ଶାନ୍ତି, ଧୈର୍ଯ୍ୟ, ଦୟା, ସଦାଚାର, ବିଶ୍ୱସ୍ତତା, ନମ୍ରତା ଏବଂ ଆତ୍ମସଂଯମ। ଏହିପରି ଶ୍ରେୟସ୍କର ବିଷୟ ବିରୁଦ୍ଧରେ ବ୍ୟବସ୍ଥାର କୌଣସି ବିରୋଧ ନାହିଁ।


ଯଦି କେହି କହେ ଯେ, ସେ ଈଶ୍ୱରଙ୍କୁ ପ୍ରେମ କରେ, ଅଥଚ ସେ ତା’ଭାଇକୁ ଘୃଣା କରେ, ସେ ମିଥ୍ୟାବାଦୀ। ପ୍ରତ୍ୟକ୍ଷରେ ଦେଖୁଥିବା ଜଣେ ଭାଇକୁ ଯେ କେହି ସ୍ନେହ କରିପାରେ ନାହିଁ, ସେ ଅଦୃଶ୍ୟ ଈଶ୍ୱରଙ୍କୁ କଦାପି ପ୍ରେମ କରି ପାିବ ନାହିଁ।


Swiv nou:

Piblisite


Piblisite