୧ ଯୋହନ 5:17 - ପବିତ୍ର ବାଇବଲ (CL) NT (BSI)17 ଅବଶ୍ୟ ସମସ୍ତ ଦୁଷ୍କର୍ମ ପାପ, କିନ୍ତୁ କେତେକ ପାପ ମରଣାନ୍ତକ ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଯାହା ମୃତ୍ୟୁଜନକ ନୁହେଁ, ଏପରି ପାପ ଅଛି। Gade chapit laଓଡିଆ ବାଇବେଲ17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ। Gade chapit laପବିତ୍ର ବାଇବଲ17 ସମସ୍ତ ମନ୍ଦ କାମ ପାପ ଅଟେ। କିନ୍ତୁ ଏପରି ପାପ କାମ ମଧ୍ୟ ଅଛି ଯାହା ଅନନ୍ତ ମୃତ୍ୟୁ ଆଡ଼କୁ ନେଇଯାଏ ନାହିଁ। Gade chapit la |
ଯଦି ତୁମର ଜଣେ ଭାି ପାପ କରୁଥିର ଦେଖ, କିନ୍ତୁ ତା’ଣ ସେହି ପାପ ମରଣାନ୍ତକ ନୁହେଁ, ତା’ ପାଇଁ ଈଶ୍ୱରଙ୍କୁ ପ୍ରାର୍ଥନା କର- ହୁଏ ତ ଈଶ୍ୱର ତାକୁ କ୍ଷମା ଦେଇ ରକ୍ଷା କରିବେ। ଯେଉଁମାନଙ୍କ ପାପ ମରଣାନ୍ତକ ନୁହେଁ, କେବଳ ସେହିମାନଙ୍କ ପାଇଁ ମୁଁ ଏ କଥା ଲେଖୁଛି।। କିନ୍ତୁ କେକେକ ପାପ ଅତି ମାରାତ୍ମକ; ସେ ବିଷୟରେ ଈଶ୍ୱରଙ୍କୁ ପ୍ରାର୍ଥନା କରିବା ପାଇଁ ମୁଁ କହୁ ନାହିଁ।